ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ ତେରା ସାମ୍ନେ ହାଏ’ ଶୀର୍ଷକ ଗୀତଟିର ରଚନା କରିଛନ୍ତି ଓ ଗାଇଛନ୍ତି ମୋହିତ ଚୌହାନ। ଭାରତୀୟ ଅଲିମ୍ପିକ ଆସୋସିଏଶନ ଇଭେଣ୍ଟର ଆୟୋଜନ କରିଥିବାବେଳେ ଏଥିରେ ଏହାର ସଭାପତି, ସାଧାରଣ ସମ୍ପାଦକ, ଡେପୁଟି ଚିଫ୍ ଡି’ ମିଶନ, କ୍ରୀଡ଼ା ସଚିବ ଓ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ପ୍ରମୁଖ ଯୋଗ ଦେଇଥିଲେ। ଗେମ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ଭାରତର ୧୦୦ରୁ ଅଧିକ ଆଥ୍ଲେଟ ଭାଗ ନେବେ।
ମାଳବିକା ଜିତିଲେ ଟାଇଟଲ
କନାସ୍ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆରଏସ୍ଏଲ୍ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...
ଅଣ୍ଡା ଖାଇ ଟ୍ରୋଲ୍ ହେଲେ ବିରାଟ କୋହଲି
ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...
ଫେଲ୍ ମାରିଲା ତାରକା ଖଚିତ ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍
ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍ ମାରିଛି ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ୍ଅଫ୍। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି,...
ୟୁରୋକପ୍ ଫୁଟ୍ବଲ: ଚେକ୍ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ
ଲଣ୍ଡନ,୨୪।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍ ଗଣରାଜ୍ୟକୁ ପରାସ୍ତ...
ରାଣୀ ଅଧିନାୟିକା, ଦୀପ୍ଗ୍ରେସ୍ ଓ ସବିତା ଉପଅଧିନାୟିକା
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...
ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଜିତିବ ବିରାଟବାହିନୀ
ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...


