E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ
9:45 pmJune 18, 2021

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ କ୍ୟାରିୟରର ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଉଭୟ ପାଳିରେ ଖେଳିଛନ୍ତି ଅର୍ଦ୍ଧଶତକୀୟ ଇନିଂସ। ବିଶ୍ୱର ଚତୁର୍ଥ ମହିଳା କ୍ରିକେଟର ଭାବେ ଶେଫାଳି ଏହି ରେକର୍ଡର ଅଧିକାରୀ ହୋଇଛନ୍ତି। ପ୍ରଥମ ଇନିଂସରେ ସେ ମାତ୍ର ୪ ରନ୍‌ରେ ଶତକରୁ ବଞ୍ଚିତ ହୋଇଥିଲେ। ଦ୍ୱିତୀୟ ଇନିଂସରେ ବର୍ଷା ବାଧକ ସାଜିବା ବେଳକୁ ଶେଫାଳି ୫୫ ରନ୍‌ କରି ଅପରାଜିତ ଅଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରଥମ ପାଳିରେ ଇଂଲଣ୍ଡ ୩୯୬ ରନ୍‌ କରିଥିବାବେଳେ ୨୩୧ ରନ୍‌ରେ ଅଲଆଉଟ୍‌ ହୋଇଥିଲା ଭାରତ। ଫଳରେ ଫଲୋଅନ୍‌ ଭୋଗିଥିବା ଭାରତ ଦ୍ୱିତୀୟ ଇନିଂସରେ ଏପର୍ଯ୍ୟନ୍ତ ଏକ ଉଇକେଟ ହରାଇ ୮୩ ରନ୍‌ କରିଛି। ଇନିଂସ ପରାଜୟ ଏଡ଼ାଇବା ଲାଗି ଟିମ୍‌ ଇଣ୍ଡିଆକୁ ଆହୁରି ୮୨ ରନ୍‌ ଆବଶ୍ୟକ ଥିବାବେଳେ ହାତରେ ୯ ଉଇକେଟ ବାକି ଅଛି।

ଅନ୍ତର୍ଜାତୀୟ ମହିଳା ଟେଷ୍ଟ କ୍ରିକେଟରେ ୧୯୮୬ରେ ଇଂଲଣ୍ଡର ଲେସଲି କୁକ୍‌ (ଭାରତ ବିପକ୍ଷରେ ୭୨ ଓ ୧୧୭) ପ୍ରଥମ ବ୍ୟାଟ୍ସଓମେନ ଭାବେ ଉଭୟ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କ ପରେ ଶ୍ରୀଲଙ୍କାର ବନିସା ବୋବେନ (୧୯୯୮) ଓ ଅଷ୍ଟ୍ରେଲିଆର ଜେଫ ଜନସେନ (୨୦୨୧) ଏହି ସଫଳତା ପାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

ରୋନାଲ୍ଡୋଙ୍କ ରେକର୍ଡ: ପର୍ତ୍ତୁଗାଲର ଦମ୍‌ଦାର ବିଜୟ

ବୁଦାପେଷ୍ଟ,୧୭।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ...

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ
Next Post Next post:
ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts