ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସର ଜଣେ ଶକ୍ତିଶାଳୀ ନେତାଙ୍କ ମୃତ୍ୟୁ ଦଳ ପାଇଁ ଏକ ବଡ ଝଟ୍କା ବୋଲି କୁହାଯାଇଛି। ସୂଚନାଯୋଗ୍ୟ ଯେ, ଇନ୍ଦିରା କଂଗ୍ରେସ ସଂଗଠନର ଏକ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଯାଇଥିଲେ। ସେଠାରେ ରବିବାର ସକାଳେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇଯାଇଥିଲା। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ମୃତ୍ୟୁବରଣ କରିଥିଲେ। ଏହାର କିଛି ଦିନ ପୂର୍ବରୁ ବିରୋଧୀ ଦଳର ନେତା ଥିବା ଇନ୍ଦିରା କରୋନାକୁ ହରାଇଥିଲେ। ତାଙ୍କ ପୁଅ ସୁମିତ ମଧ୍ୟ ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ମୃତଦେହକୁ ଉତ୍ତରାଖଣ୍ଡକୁ ନେବାକୁ ପ୍ରସ୍ତୁତି ଚାଲିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.