E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
1:25 pmJune 23, 2021

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ ଭଲ ଖେଳ ପଡିଆର ନିହାତି ଆବଶ୍ୟକ ରହିଛି ବୋଲି ବିଧାୟିକାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କଠାରେ ପ୍ରସ୍ତାବ ଦିଆଯାଇଥିଲା। ଏହି ଆଲୋଚନା ବେଳେ କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ଅଞ୍ଚଳରେ ଜାତୀୟ ସ୍ତରରେ କ୍ରୀଡା ପ୍ରଦର୍ଶନ କରି ସୁନାମ ଅର୍ଜନ କରିଥିବା ଖେଳାଳି ମଧ୍ୟ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା...

ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ

ପୁରୁଷୋତ୍ତମପୁର,୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...

ଦ୍ୱିତୀୟ ଡୋଜ୍‌ ପାଇଁ ହିତାଧିକାରୀ ହଟହଟା

ଭୁବନେଶ୍ୱର, ୮।୬ (ବ୍ୟୁରୋ):  ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ...

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି...

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ...

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ...

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ
Next Post Next post:
୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts