ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ ଭଲ ଖେଳ ପଡିଆର ନିହାତି ଆବଶ୍ୟକ ରହିଛି ବୋଲି ବିଧାୟିକାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କଠାରେ ପ୍ରସ୍ତାବ ଦିଆଯାଇଥିଲା। ଏହି ଆଲୋଚନା ବେଳେ କବିସୂର୍ଯ୍ୟନଗର ଓ କୋଦଳା ଏନ୍ଏସି ଅଞ୍ଚଳରେ ଜାତୀୟ ସ୍ତରରେ କ୍ରୀଡା ପ୍ରଦର୍ଶନ କରି ସୁନାମ ଅର୍ଜନ କରିଥିବା ଖେଳାଳି ମଧ୍ୟ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.