E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
10:54 pmJune 3, 2021

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ କରିଛି। ୫୩ ବର୍ଷୀୟ ଅଭିଯୁକ୍ତ ନରେନ୍ଦ୍ର ବିଶ୍ୱଭାୟାଙ୍କୁ ପଶୁ ସୁରକ୍ଷାଙ୍କ ଲାଗି ଉଦ୍ଦିଷ୍ଟ ଦଫାରେ ଗିରଫ କରାଯାଇଥିବା ପୋଲିସ ଅଧିକାରୀ ମନୀଷ ମାହୋର କହିଛନ୍ତି।

ଇନ୍ଦୋରର ସୁଦାମା ନଗରରେ ରହୁଥିବା ଅଭିଯୁକ୍ତଙ୍କ ସ୍ତ୍ରୀଙ୍କୁ କୁକୁର କାମୁଡ଼ି ଦେଇଥିଲେ। ଏଥି ଯୋଗୁ ନିଜ ପାଖରେ ଲାଇସେନ୍ସ ଅଧୀନ ବନ୍ଧୁକରେ ଗୁଳି କରି ହତ୍ୟା କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଅଭିଯୁକ୍ତ ଦର୍ଶାଇଛନ୍ତି ଯେ, ଉକ୍ତ କୁକୁର ବହୁ ସ୍ଥାନୀୟ ଲୋକଙ୍କୁ କାମୁଡ଼ିଥିଲା। ତଦନ୍ତରୁ ଯଦି ଏଥିରେ ସତ୍ୟତା ଥିବା ଜଣାପଡ଼େ, ତେବେ କୁକୁରର ମାଲିକଙ୍କ ଉପରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ...

କାର୍‌ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍‌

ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍‌ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି...

ମୁଁ ସିଂହର ପୁଅ: ଚିରାଗ

ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ...

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ...

‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’

ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
Next Post Next post:
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts