ଆମେ ପ୍ରତିଦିନ ଅତିକମ୍ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତା’ହେଲେ ତାଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହୋଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ନିକଟରେ ‘ବୁଦ୍ଧିମତ୍ତା ଓ ନିଦ୍ରା’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ନିୟମିତ ଆବଶ୍ୟକ ମୁତାବକ ନିଦ୍ରା ଯାଉଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହେଉଥିବାର ଜଣାପଡିଥିଲା। ତେବେ କେବଳ ଶୋଇବା ନୁହେଁ, ତା’ସହ ଖାଦ୍ୟପେୟ ପ୍ରତି ନଜର ଦେବା ଆବଶ୍ୟକ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।
Posted inଜୀବନଚର୍ଯ୍ୟା View All
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...
ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ।...
ପୃଥିବୀ ପାଇଁ ବୋଝ ଏଭଳି ଲୋକ
ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି...
ବଟର ଚିକେନ୍
ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା...
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...
ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ...
ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍ରେ ନିଜକୁ...


