ବୁଦ୍ଧିମତ୍ତା ଓ ନିଦ୍ରା

ଆମେ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତା’ହେଲେ ତାଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହୋଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ନିକଟରେ ‘ବୁଦ୍ଧିମତ୍ତା ଓ ନିଦ୍ରା’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ନିୟମିତ ଆବଶ୍ୟକ ମୁତାବକ ନିଦ୍ରା ଯାଉଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହେଉଥିବାର ଜଣାପଡିଥିଲା। ତେବେ କେବଳ ଶୋଇବା ନୁହେଁ, ତା’ସହ ଖାଦ୍ୟପେୟ ପ୍ରତି ନଜର ଦେବା ଆବଶ୍ୟକ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.