E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି
1:20 pmJune 2, 2021

ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି। ସେପ୍ଟେମ୍ବର-ଅକ୍ଟୋବରରେ ଆଇପିଏଲର ଅବଶିଷ୍ଟ ମ୍ୟାଚ ଆୟୋଜନ କରିବାକୁ ବିସିସିଆଇ ପ୍ରସ୍ତୁତ ହେଉଛି। ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ସେପ୍ଟେମ୍ବର ୧୯ କିମ୍ବା ୨୦ରୁ ଆରମ୍ଭ ହୋଇପାରେ। ତେବେ ଆଇପିଏଲର ଅବଶିଷ୍ଟ ମ୍ୟାଚରେ ବହୁ ବିଦେଶୀ ଖେଳାଳିଙ୍କ ଖେଳିବା ଉପରେ ସନ୍ଦେହ ରହିଛି। ଆଇପିଏଲର ଅବଶିଷ୍ଟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ବିସିସିଆଇ ଦୁଇଟି ବିଦେଶୀ ବୋର୍ଡ ପକ୍ଷରୁ ଝଟ୍‌କା ଲାଗିଛି। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ କହିଛି ଯେ ସେମାନଙ୍କ ଖେଳାଳିମାନେ ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟରେ ଖେଳିବେ ନାହିଁ। ଏବେ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟ କହିଛି ଯେ ସେମାନଙ୍କ ଖେଳାଳିମାନେ ଆଇପିଏଲର ଅଂଶ ହେବେ ନାହିଁ।

ଅନ୍ୟପକ୍ଷରେ, ଅଷ୍ଟ୍ରେଲୀୟ ଖେଳାଳିଙ୍କୁ ଟି -୨୦ ବିଶ୍ୱକପ ପୂର୍ବରୁ ୩ରୁ ୪ ସିରିଜ ଖେଳିବାକୁ ପଡ଼ିବ। ତେଣୁ ଏହାର ଖେଳାଳିମାନଙ୍କୁ ୟୁଏଇ ଯିବା କଷ୍ଟକର। ଇଂଲଣ୍ଡର ୧୨ ଖେଳାଳି ଏବଂ ଅଷ୍ଟ୍ରେଲିଆର ୧୮ ଖେଳାଳି ଆଇପିଏଲ ୨୦୨୧ରେ ଖେଳୁଥିଲେ।

ଆସନ୍ତା କିଛି ସପ୍ତାହ ମଧ୍ୟରେ ଜଡିତ ସମସ୍ତ ବିଦେଶୀ ବୋର୍ଡ ସହିତ ବିସିସିଆଇ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ନିଷ୍ପତ୍ତି ନେଇଛି। ଖେଳାଳିଙ୍କ ଉପଲବ୍ଧତା ଉପରେ ଅଧିକ ନିଷ୍ପତ୍ତି ନେବା ପୂର୍ବରୁ ଭାରତୀୟ ବୋର୍ଡ ଜୁଲାଇ ପର୍ଯ୍ୟନ୍ତ ଅପେକ୍ଷା କରିବ। ଥରେ ବିଦେଶୀ ବୋର୍ଡରୁ ଖେଳାଳିଙ୍କ ଉପଲବ୍ଧତା ପାଇବା ପରେ ବିସିସିଆଇ ସମସ୍ତ ଫ୍ରାଞ୍ଚାଇଜକୁ ଜଣାଇବ।

ଏହି ୪୦ ବିଦେଶୀ ଖେଳାଳି ଖେଳି ନ ପାରନ୍ତି

ରାଜସ୍ଥାନ ରୟାଲ୍ସ: ମୁସ୍ତାଫିଜୁର ରହମାନ, ଲିଆମ ଲିଭିଙ୍ଗଷ୍ଟୋନ, ଜୋଫ୍ରା ଆର୍ଚର, ବେନ ଷ୍ଟୋକ୍ସ, ଜୋସ ବଟଲର, ଆଣ୍ଡ୍ରିୟୁ ଟାଇ

ପଞ୍ଜାବ କିଙ୍ଗ୍ସ: ଡେଭିଡ ମଲାନ, ମୋଇସ ହେନ୍‌ରିକ୍ସ, ଝାୟ ରିଚାର୍ଡସନ, ରେଲି ମେରେଡିଥ, କ୍ରିସ ଜୋର୍ଡାନ, କ୍ରିସ ଗେଲ, ନିକୋଲାସ ପୁରନ, ଫ୍ୟାବିୟନ ଏଲନ

କୋଲକାତା ନାଇଟ ରାଇଡର୍ସ: ଶାକିବ ଅଲ ହାସନ, ପ୍ୟାଟ କମିନ୍ସ, ଇଅନ ମୋର୍ଗାନ, ବେନ କଟିଙ୍ଗ, ଆନ୍ଦ୍ରେ ରସେଲ

ଚେନ୍ନାଇ ସୁପର କିଙ୍ଗ୍ସ: ମୋଇନ ଅଲି, ସାମ କରନ, ଜେସନ ବେହେରନ୍‌ଡୋଫ୍‌, ଡ୍ବେନ ବ୍ରାଭୋ୍‌

ଦିଲ୍ଲୀ କ୍ୟାପିଟାଲ୍ସ: ଷ୍ଟିଭ ସ୍ମିଥ, ମାର୍କସ ଷ୍ଟୋଇନିସ, କ୍ରିସ ବୋକ୍ସ, ଟମ କରନ, ସାମ ବିଲିଙ୍ଗସ, ଶିମରୋନ ହେଟମାୟର୍‌

ମୁମ୍ବାଇ ଇଣ୍ଡିଆନ୍ସ: କ୍ରିସ ଲିନ, ନାଥାନ କୁଲଟର-ନାଇଲ, କିରନ ପୋଲାର୍ଡ।

ସନରାଇଜର୍ସ ହାଇଦ୍ରାବାଦ: ଡେଭିଡ ୱାର୍ନର, ଜନି ବେୟାରଷ୍ଟୋ, ଜେସନ ରଏ, ଜେସନ ହୋଲ୍ଡର।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ: ଗ୍ଲେନ ମ୍ୟାକ୍ସୱେଲ, ଡାନିଏଲ ସାମସ, ଆଦାମ ଜାମ୍ପା, କେନ ରିଚାର୍ଡସନ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କେବେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ କହିବେ ବାଏ ବାଏ; ଅଶ୍ୱିନଙ୍କ କଲେ ଖୁଲାସା

ସାଉଥମ୍ପଟନ,୨୦।୬: ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବେ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଡବ୍ଲୁଟିସି ଫାଇନାଲ ଖେଳୁଛନ୍ତି। ଏହି ସମୟରେ ସେ ନିଜ ସନ୍ୟାସ...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ସାଉଥାମ୍ପଟନ ପିଚ୍‌ରେ ଦେଖିବାକୁ ମିଳିବ ପେସ, ବାଉନ୍ସ

ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ...

ସ୍ପେନ୍‌- ସ୍ବିଡେନ ମ୍ୟାଚ୍‌ ଗୋଲ ଶୂନ୍ୟ

ସେଭିଲେ,୧୬।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ସୋମବାର ସ୍ପେନ୍‌ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହେବା...

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ...

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି...

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା
Next Post Next post:
ଲ୍ୟାବ୍‌ରେ ତିଆରି ହେଲା ମା’ କ୍ଷୀର …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts