E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଇରାନ ନୌସେନା ଜାହାଜ ଜଳିଗଲା
10:25 amJune 3, 2021

ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍‌ଫ ଅଫ୍‌ ଓମାନରେ ବୁଡ଼ିଯାଇଛି। ଏପରି ଘଟିବା ପଛର କାରଣ ଜଣାପଡିନାହିଁ। ଏକ ଦ୍ୱୀପର ନାଁ ଅନୁସାରେ ଜାହାଜର ନାମ ଖର୍ଗ ରଖାଯାଇଥିଲା। ଏହା ଇରାନ ପାଇଁ ମୁଖ୍ୟ ତୈଳ ଟର୍ମିନାଲ ଭାବେ କାମ କରୁଥିଲା। ନିଆଁ ଲିଭାଇବାକୁ ଉଦ୍ୟମ ସତ୍ତ୍ୱେ ଅଗ୍ନିଶମ ଅଧିକାରୀ ବିଫଳ ହୋଇଥିଲେ। ଫଳରେ ଜାହାଜଟି ଇରାନ ବନ୍ଦର ଜାସ୍କ ନିକଟରେ ବୁଡ଼ିଯାଇଥିଲା। ତେବେ ଜାହାଜ ଚାଳକଙ୍କ ସମେତ ସେଥିରେ ଥିବା ଅନ୍ୟ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଜାହାଜ ଜଳୁଥିବାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନିଆଁ ଏତେ ଭୟଙ୍କର ଥିଲା ଯେ ମହାକାଶ ସାଟେଲାଇଟ ଏହାର ଫଟୋ ଉତ୍ତୋଳନ କରିଛି। ଏହି ଜାହାଜ ୧୯୭୭ ମସିହାରେ ବ୍ରିଟେନରେ ନିର୍ମିତ ହୋଇଥିଲା। ୧୯୮୪ ମସିହାରେ ଏହା ଇରାନ ନୌସେନାରେ ସାମିଲ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...

ଟପ୍‌ଲେସ୍‌ ଫଟୋ ପୋଷ୍ଟ କରି ବିବାଦକୁ ଆସିଥିଲେ ଏହି ପର୍ନଷ୍ଟାର: ରହସ୍ୟଜନକ ଭାବେ ଘରୁ ମିଳିଲା ମୃତଦେହ

କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ...

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ...

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଖି ନ ଥାଇ ଏଭରେଷ୍ଟ ଚଢ଼ିଲେ
Next Post Next post:
ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts