E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌
8:46 pmJune 8, 2021

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ ଥିବା ସଡ଼କ ସୁରକ୍ଷା ଆଇନ ଅନୁଯାୟୀ, ଅତ୍ୟନ୍ତ ଜରୁରୀକାଳିନ ସ୍ଥିତିରେ ହିଁ ରାଜପଥରେ ଗାଡ଼ି ରୋକିପାରିବେ। ଗାଡ଼ିରୁ ତେଲ ଶେଷ ହେବା ଏକ ଜରୁରୀକାଳିନ ସ୍ଥିତି ନୁହେଁ। ଏହା ଡ୍ରାଇଭରଙ୍କ ଖାମଖିଆଲି ମନୋଭାବକୁ ଦର୍ଶାଏ। ଏଣୁ ରାଜପଥରେ ତେଲ ଶେଷ ହେବା କାରଣରୁ ଗାଡ଼ି ଅଟକାଇଲେ ୭୦ ୟୁରୋ ଫାଇନ୍‌ କଟାଯାଏ। ଭାରତୀୟ ମୂଦ୍ରାରେ ୫ ହଜାରରୁ ଅଧିକ ଟଙ୍କା। ରାଜପଥରେ ଅଟକି ଥିବା ଗାଡ଼ି କାରଣରୁ କୌଣସି ଦୁର୍ଘଟଣା ଘଟିଲେ ଫାଇନ ଆହୁରି ଅଧିକ ହୋଇପାରେ।

ତେବେ ରାଜପଥରେ ତେଲ ଶେଷ ହେବା କାରଣରୁ ଗାଡ଼ି ଅଟକିବା ପରେ ମଧ୍ୟ ଫାଇନ୍‌ରୁ ବଞ୍ଚିହେବ। କିନ୍ତୁ ଏଥି ନେଇ ଗାଡ଼ିକୁ ଯେମିତି ହେଲେ ଆଇନଗତ ପାର୍କିଂ ଯାଗାକୁ ନେବାକୁ ପଡ଼ିବ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ସ୍କେଟିଂରେ ସଚେତନତା

ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧...

ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା

ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ...

ନନ୍ଦିନୀ: ଏକ ସଂକଳ୍ପର ନାଁ

ନନ୍ଦିନୀ ଶତପଥୀ ଥିଲେ ବାସ୍ତବରେ ଏକ ସଂକଳ୍ପ, ଏକ ସ୍ବାଭିମାନ। ଉଭୟ ରାଜନୀତିରେ, ମାନବ ସେବାରେ, ସାହିତ୍ୟ ରଚନାରେ। ୧୯୩୧ ମସିହା ଆଜିର ଦିନରେ କଟକରେ...

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତା’ର ଠିକଣା ନାହିଁ। ଆଜିକାଲି ଇଣ୍ଟରନେଟ୍‌ରେ ଏକ କୁକୁରର ଏମିତି ଭିଡିଓ ଭାଇରାଲ ହେଉଛି, ଯାହା ଆପଣଙ୍କ...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ହ୍ରଦରେ କମୁଛି ଅମ୍ଳଜାନ

ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ:...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୮, ୨୦୨୧ )
Next Post Next post:
ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts