E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
7:46 pmJune 9, 2021

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର ଜିଲା ପାଇଁ ଗୌରବ ଆଣି ଦେଇଛନ୍ତି। ଏହି ସଫଳତା ପାଇଁ ବୁଧବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୋପୀନାଥପୁରସ୍ଥିତ ତାଙ୍କ ବାସଭବନକୁ ଡକାଇ ଅଭିଷେକଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି  ।
ନୀଳଗିରିରେ ଜନ୍ମିତ ଅଭିଷେକ କୁପାରୀ କଲେଜ ପ୍ରିନ୍ସିପାଲ ଡ. ଗଜେନ୍ଦ୍ର ପ୍ରସାଦ ପରିଡ଼ା ଓ ଶିକ୍ଷୟିତ୍ରୀ ମା’ ମିନାକ୍ଷୀ ନଳିନୀ ରାଉତଙ୍କ ବଡ଼ ପୁଅ। ସେ ଗାଁ ସ୍କୁଲରେ ୧ମରୁ ୮ମ ଯାଏ ପଢ଼ିବା ପରେ ୯ମ ଓ ୧୦ମ ବାଲେଶ୍ୱରରେ ପଢ଼ିଥିଲେ। ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଯୁକ୍ତ ୨ ଶିକ୍ଷା ଶେଷ କରି ବ୍ରହ୍ମପୁରସ୍ଥିତ ପାରଳା ମହାରାଜା ସରକାରୀ କଲେଜରୁ ସଫଳତାର ସହ ବି.ଟେକ୍‌ ଡିଗ୍ରୀ ହାସଲ କରିଥିଲେ। ଏହାପରେ ଭୁବନେଶ୍ୱର ଆଇଆଇଟି (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି)ରୁ ଏମ.ଟେକ୍‌ରେ ଟପ୍ପର ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ଚେନ୍ନାଇସ୍ଥିତ ଏକ ବହୁରାଷ୍ଟ୍ରୀୟ କମ୍ପାନୀରେ ଇଞ୍ଜିନିୟର ଭାବେ ନିଯୁକ୍ତି ପାଇଥିଲେ। ତେବେ ମହାକାଶବିଜ୍ଞାନୀ ହେବାକୁ ତାଙ୍କ ମନରେ ସ୍ବପ୍ନ ଉଙ୍କି ମାରିଥିଲା। ସ୍ବପ୍ନକୁ ସାକାର କରିବା ଲାଗି ସେ ଚଳାଇଥିଲେ ଉଦ୍ୟମ। ତାହା ଏବେ ବାସ୍ତବ ରୂପ ନେଇଛି। ସଫଳତାର ଶ୍ରେୟ ମାତାପିତା, ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଦେଇଛନ୍ତି ୨୬ବର୍ଷୀୟ ଅଭିଷେକ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍‌ ଅଧିକାରୀ ସୁଧାଂଶୁ...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

ଆଜି କ୍ରୋମାଇଟ୍‌ ନିଲାମ

ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍‌ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍‌ସି
Next Post Next post:
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts