E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…
12:39 pmJune 13, 2021

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା କାର୍ଯ୍ୟ କରୁଛନ୍ତି। ମହାରାଷ୍ଟ୍ରର ମମ୍ବ୍ରା ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳୁଛି। ପରିବାର ପାଇଁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ଼ କରିବା ଲାଗି ସେମାନେ ଏଭଳି କରୁଛନ୍ତି। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେତେକ ମଧ୍ୟ ନୂଆ ନାଳ ନିର୍ମାଣ କାର୍ଯ୍ୟରେ ମାଟି ଖୋଳା କାମ କରୁଥିବାର ଦେଖିବାକୁ ମିଳୁଛି। ସେମାନେ କାମ କରୁଥିବା କମ୍ପାନୀ ଲକ୍‌ଡାଉନ୍‌ ଯୋଗୁ ରହିଛି। ତେଣୁ ଦରମା ମିଳୁ ନ ଥିବାରୁ ପାଖରେ ଚଳିବା ପାଇଁ ଟଙ୍କା ନାହିଁ। ନାଳ ସଫା କାମ ସହଜରେ ମିଳୁଥିବାରୁ ସେମାନେ ଏଭଳି କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ଫୁରସତ View All

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍‌ ନିଷ୍ପତ୍ତି…

କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍‌ଏସ୍‌ଏସ୍‌ ନେତାଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍‌ ଏବେ ବିବାଦରେ ଘେରରେ ଛନ୍ଦି...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…
Next Post Next post:
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts