ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍ଡାଉନ୍ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା କାର୍ଯ୍ୟ କରୁଛନ୍ତି। ମହାରାଷ୍ଟ୍ରର ମମ୍ବ୍ରା ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳୁଛି। ପରିବାର ପାଇଁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ଼ କରିବା ଲାଗି ସେମାନେ ଏଭଳି କରୁଛନ୍ତି। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କେତେକ ମଧ୍ୟ ନୂଆ ନାଳ ନିର୍ମାଣ କାର୍ଯ୍ୟରେ ମାଟି ଖୋଳା କାମ କରୁଥିବାର ଦେଖିବାକୁ ମିଳୁଛି। ସେମାନେ କାମ କରୁଥିବା କମ୍ପାନୀ ଲକ୍ଡାଉନ୍ ଯୋଗୁ ରହିଛି। ତେଣୁ ଦରମା ମିଳୁ ନ ଥିବାରୁ ପାଖରେ ଚଳିବା ପାଇଁ ଟଙ୍କା ନାହିଁ। ନାଳ ସଫା କାମ ସହଜରେ ମିଳୁଥିବାରୁ ସେମାନେ ଏଭଳି କରୁଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.