E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଆହୁରି ୪ ଦିନ ବର୍ଷିବ
6:13 pmJune 20, 2021

ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

ପାଣି ପାଗ ବିଭାଗର ସୂଚନା ମୁତାବକ, ଜୁନ ୨୧ ଓ ୨୨ତାରିଖରେ ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ଼ ଆଦି ଜିଲାରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ସତର୍କ କରାଯାଇଛି। ଏନେଇ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି ୨୩ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ଛତ୍ରପୁରରେ ସର୍ବାଧିକ ୩୩.୦ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରୀ ତାପମାତ୍ରା ରହିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ରସୁଲଗଡ଼ ଓଭରବ୍ରିଜ୍‌ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍‌ବୋଝେଇ ଟ୍ରକ୍‌ ଧକ୍କା ଦେବାରୁ ଦୁର୍ଘଟଣାରେ ୨...

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ଠକିଲେ ୧.୪୦ କୋଟି, ମିଳିଲା ୧୨ ଲକ୍ଷ

ଭୁବନେଶ୍ୱର,୨।୬(ବ୍ୟୁରୋ):ରାଜ୍ୟରେ ଅନ୍‌ଲାଇନ କାରବାର ବୃଦ୍ଧି ପାଇଛି। ଏହାର ସୁଯୋଗ ନେଇ ସାଇବର ଠକମାନେ ଗତ ମେ ମାସରେ ରାଜ୍ୟରେ ୧କୋଟି ୪୦ ଲକ୍ଷ ଟଙ୍କା ଠକି...

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...

୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା
Next Post Next post:
ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts