E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଉଦ୍‌ଘାଟନୀ ମ୍ୟାଚ୍‌ରେ ଇଟାଲୀର ବୃହତ୍‌ ବିଜୟ
7:32 amJune 13, 2021

ରୋମ୍‌,୧୩।୬(ଏପି): ସ୍ଥାନୀୟ ଷ୍ଟାଡିଓ ଅଲିମ୍ପିକୋରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମୁକାବିଲାରେ ଇଟାଲୀ ବୃହତ୍‌ ୩-୦ ଗୋଲରେ ତୁର୍କୀକୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ୩ଟି ଯାକ ଗୋଲ ସ୍କୋର ହୋଇଥିଲା। ସାରା ମ୍ୟାଚ୍‌ରେ ଇଟାଲୀ ପ୍ରଭାବ ବିସ୍ତାର କରି ଖେଳିଥିଲା।
୨୦୧୮ ଫିଫା ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରି ନ ପାରି ଇଟାଲୀ ବେଶ୍‌ ସମାଲୋଚିତ ହୋଇଥିଲା। ତେବେ ଏହି ମ୍ୟାଚରେ ଦମ୍‌ଦାର ପ୍ରଦର୍ଶନ କରିଥିଲା। ଏହାପୂର୍ବରୁ କ୍ୱାଲିଫାଇଂରେ ଇଟାଲୀ ୧୦ଟି ମ୍ୟାଚ୍‌ ଖେଳି ସବୁଥିରେ ବିଜୟ ହାସଲ କରିଥିଲା। ଗତ ୫ ବର୍ଷ ମଧ୍ୟରେ କୋଚ୍‌ ରୋବେର୍ଟୋ ମାନସିନିଙ୍କ ଇଟାଲୀ ଦଳ ପ୍ରଥମଥର ପାଇଁ ୩-୦ରେ ବିଜୟ ହାସଲ କରି ଜବରଦସ୍ତ ବିଜୟ ହାସଲ କରିଛି। ପ୍ରଥମାର୍ଦ୍ଧରେ ଇଟାଲୀ ୧୩ଟି ପ୍ରୟାସ ଓ ତୁର୍କୀ କୌଣସି ପ୍ରୟାସ କରି ନ ଥିଲା। ସମ୍ପୂର୍ଣ୍ଣ ମ୍ୟାଚ୍‌ରେ ଇଟାଲୀ ୨୪ ଓ ତୁର୍କୀ ୩ଟି ପ୍ରୟାସ କରିଥିଲା। ତୁର୍କୀର ଖେଳ ରକ୍ଷଣାତ୍ମକ ଥିଲା ବୋଲି ଏଥିରୁ ସ୍ପଷ୍ଟ ହୋଇଛି। ତୁର୍କୀ ସେଣ୍ଟରବ୍ୟାକ୍‌ ମୋରି ଡେମିରାଲ ୫୩ତମ ମିନିଟ୍‌ରେ ଆତ୍ମଘାତୀ ଗୋଲ କରିଥିଲେ। ଫଳରେ ଇଟାଲୀ ୧-୦ରେ ଅଗ୍ରଣୀ ହାସଲ କରିଥିଲା। ଏହାପରେ ୬୬ତମ ମିନିଟ୍‌ରେ ସିରୋ ଇମୋବାଇଲ ଓ ୭୯ତମ ମିନିଟ୍‌ରେ ଲୋରେଞ୍ଜୋ ଇନ୍‌ସିଗ୍ନେ ଗୋଲ ଦେଇ ଇଟାଲୀକୁ ଜିତାଇଥିଲେ। ଶନିବାର ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ସୁଇଜରଲାଣ୍ଡ ଓ ଓ୍ବେଲ୍ସ ପରସ୍ପରକୁ ଭେଟିଥିଲେ ଓ ଏହା ୧-୧ ଗୋଲରେ ଅମୀମାଂସିତ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି

ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...

ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ

ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ

ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁରୋକପ୍‌ ଫୁଟ୍‌ବଲ ଉଦ୍‌ଘାଟିତ
Next Post Next post:
ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts