E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ପଦ୍ମଫୁଲ ତୋଳିବା ହେଲା କାଳ
8:51 pmJune 13, 2021

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ ପୁଅ ସୁଧୀର ରୋହିଦାସ କୁମ୍ଭାରବନ୍ଧ ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ବନହରପାଲି ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୯/୨୧) ରୁଜୁ କରି ତଦନ୍ତ ଚଳାଇଛି ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଯୁଧିଷ୍ଟିର ପଦ୍ମଫୁଲ ଓ ଏହାର କନ୍ଦା କାଢିବା ପାଇଁ ପୋଖରୀରେ ପଶିଥିଲେ। ହେଲେ କୌଣସି କାରଣକୁ ନେଇ ସେ ପାଣିରେ ବୁଡିଯାଇଥିଲେ। ପୋଖରୀ ତୁଠରେ ଗାଧୋଉଥିବା ଲୋକେ ଏହା ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...

ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ...

୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା...

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...

ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍‌

କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍‌। ଏହି ଡ୍ରୋନ୍‌କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...

ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ

ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍‌ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍‌ଆଇଙ୍କୁ ଜଣେ ଜେଲ୍‌ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌
Next Post Next post:
ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts