E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି
6:38 pmJune 8, 2021

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି ନୁହେଁ ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବା ଲାଗି ସ୍ବତନ୍ତ୍ର ଡାଏଟ୍‌ ଓ ଏକ୍ସରସାଇଜ କରିବା ପାଇଁ ବ୍ୟାଣ୍ଡ୍‌ସ ଯୋଗାଇ ଦେବାକୁ ଦାବି କରିଛନ୍ତି ସୁଶୀଲ ।

ଦେଶର ଏକମାତ୍ର ଆଥଲେଟ୍‌ ଭାବେ ଅଲିମ୍ପିକ୍ସରେ ଦୁଇ ଥର ପଦକ ହାତେଇଥିବା ସୁଶୀଲ ଉପରୋକ୍ତ ସୁବିଧା ପାଇଁ ଅନୁରୋଧ କରିଛନ୍ତି ଦିଲ୍ଲୀ ହାଇକୋର୍ଟରେ। ସୁଶୀଲଙ୍କ ଆବେଦନର ଶୁଣାଣି ବୁଧବାର ହୋଇପାରେ। ଉଲ୍ଲେଖଯୋଗ୍ୟ, ଜେଲ୍‌ରେ କଏଦୀଙ୍କୁ ଖାଇବାକୁ ୫ଟି ରୁଟି ସହ ୨ ପ୍ରକାର ତରକାରୀ, ଡାଲି ଓ ଭାତ ଦିନକୁ ଦୁଇ ବେଳା ଦିଆଯାଏ। ଏହା ବାଦ୍‌ ଜେଲ୍‌ କ୍ୟାଣ୍ଟିନରୁ ୬ ହଜାର ଟଙ୍କାର ବିଭିନ୍ନ ସାମଗ୍ରୀ କିଣିବାର ସୁବିଧା ମଧ୍ୟ ଦିଆଯାଏ। ତେବେ ଜେଲରେ ଦିଆଯାଉଥିବା ଖାଦ୍ୟ ସୁଶୀଲଙ୍କ ଭଳି ଯୋଦ୍ଧା ପାଇଁ ଯଥେଷ୍ଟ ନୁହେଁ।

ଯୁବ ରେସଲର ସାଗର ଧାଙ୍କରଙ୍କ ହତ୍ୟା ମାମଲାରେ ମେ’ ୨୩ରେ ଗିରଫ ହୋଇଥିଲେ ଚାମ୍ପିୟନ କୁସ୍ତିଯୋଦ୍ଧା। ଦେଶକୁ କୁସ୍ତିଯୋଦ୍ଧାରେ ଅନେକ ପଦକ ଦେଇଥିବା ଛତ୍ରସାଲ ଷ୍ଟାଡିୟମରେ ସୁଶୀଲ ଓ ତାଙ୍କ ସହଯୋଗୀଙ୍କ ଆକ୍ରମଣରେ ଗୁରୁତର ହୋଇଥିଲେ ସାଗର। ମେ’ ପ୍ରଥମ ସପ୍ତାହରେ ଚିକିତ୍ସାଧୀନ ଅବସ୍ଥାରେ ସାଗରଙ୍କ ମୃତ୍ୟୁ ହୋଇଥିଲା। ଗିରଫ ହେବା ଭୟରେ ୩ ସପ୍ତାହ ଧରି ଫେରାର ଥିଲେ ସୁଶୀଲ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’

କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...

ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା...

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ...

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
Next Post Next post:
ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍‌ ଚିହ୍ନଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts