E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଯୋଗୀଙ୍କୁ ଭେଟିଲେ ଜିତେନ
9:49 pmJune 19, 2021

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ବୈଠକରେ ରାଜ୍ୟରେ ଭାଜପାର ଶକ୍ତି କେଉଁଭଳି ବୃଦ୍ଧି କରାଯାଇପାରିବ ଓ ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନାର ଭବିଷ୍ୟତ ସମ୍ପର୍କରେ ଆଲୋଚନା ହୋଇଥିବା ପୂର୍ବତନ କଂଗ୍ରେସ ନେତା କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୯ ତାରିଖରେ ଭାଜପାରେ ସାମିଲ ହୋଇଥିଲେ ଜିତେନ। ଆଗାମୀ ବର୍ଷ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ଜାତି ଗଣିତକୁ ସୁଦୃଢ଼ କରିବା ପାଇଁ ଏହା ଭାଜପାର ଏକ ପ୍ରୟାସ ବୋଲି ରାଜନୀତି ବିଶେଷଜ୍ଞମାନେ ମତ ଦେଇଛନ୍ତି। ୪୭ ବର୍ଷୀୟ ନେତା କେନ୍ଦ୍ରରେ ଉପା ସରକାର ଥିଲାବେଳେ ମନ୍ତ୍ରୀ ପଦ ପାଇଥିଲେ। ତାଙ୍କ ବାପା ଜିତେନ୍ଦ୍ର ପ୍ରସାଦ ୨୦୦୦ ମସିହାରେ ସୋନିଆ ଗାନ୍ଧୀଙ୍କ ବିପକ୍ଷରେ କଂଗ୍ରେସ ସଭାପତି ପଦ ପାଇଁ ଛିଡ଼ା ହୋଇଥିଲେ। ୨୦୦୧ରେ ତାଙ୍କର ମୃତ୍ୟୁ ଘଟିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା...

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ...

ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…

ବିକାନେର୍‌,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
Next Post Next post:
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts