E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି
8:30 amJune 3, 2021

ଯେକୌଣସି ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିହାତି ଆବଶ୍ୟକ। ଏହି ଆବଶ୍ୟକତା ପୂରଣ କରିବାକୁ ଲୋକଙ୍କୁ ଚାକିରି କରିବା ଦରକାର। ରୋଜଗାରର ସନ୍ଧାନରେ ଅନେକ ଲୋକ ନିଜ ଘର, ସହର ଏବଂ ଏପରିକି ଦେଶ ଛାଡ଼ି ଚାଲିଯାଆନ୍ତି। କିଛି ଲୋକ ଟାଣ ଖରାରେ କାମ କରୁଥିବାବେଳେ କିଛି ଲୋକ ବଡ଼ ବଡ଼ କାରଖାନା ଏବଂ କମ୍ପାନୀରେ କାମ କରିଥାନ୍ତି। ରୋଜଗାର ମାଧ୍ୟମରେ ମଣିଷ କେବଳ ଟଙ୍କା ରୋଜଗାର କରେ ନାହିଁ ବରଂ ନିଜକୁ ମଧ୍ୟ ବିକଶିତ କରେ। ଦକ୍ଷତା ଅନୁଯାୟୀ, ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଚାକିରି ବାଛନ୍ତି। ଦେଶ ତଥା ବିଦେଶରେ ଅନେକ ପ୍ରକାରର ଚାକିରି ଉପଲବ୍ଧ। କିନ୍ତୁ ଏମିତି ଏକ ଚାକିରି ବିଷୟରେ କହିବୁ, ଯାହା ବିଷୟରେ ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ତେବେ ଜାଣନ୍ତୁ ଏହି ଚାକିରି ବିଷୟରେ…

ଶୋଇବା ପାଇଁ ଚାକିରି:
ଫିନ୍‌ଲାଣ୍ଡ୍‌ରେ ଲୋକଙ୍କୁ କେବଳ ଶୋଇବା ପାଇଁ ଚାକିରି ଦିଆଯାଏ। ଏଠାରେ ଲୋକମାନଙ୍କୁ କେବଳ ଶୋଇବା ଦରକାର ଏବଂ ଏହାର ପ୍ରତିବଦଳରେ ସେମାନେ ଭଲ ଟଙ୍କା ପାଆନ୍ତି। ଫ୍‌ିନଲ୍ୟାଣ୍ଡର ଏକ ହୋଟେଲ କୋଠରି ଏବଂ ବେଡ୍‌ର ଆରାମ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଏହି ଶୋଇବା ଚାକିରିରେ ନିଯୁକ୍ତି କରାଯାଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି...

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…

ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ପ୍ରଥମ ରୋଜଗାର ଟଙ୍କା ମେସ୍‌ ଖର୍ଚ୍ଚ କରିଥିଲି

ପୁରୀ ଯକ୍ଷ୍ମା ଓ ସଂକ୍ରମିତ ରୋଗ ହସ୍‌ପିଟାଲର ଅବସରପ୍ରାପ୍ତ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଉମେଶ ଚନ୍ଦ୍ର ଚୌଧୁରୀ ତାଙ୍କର ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି-...

ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ

ଆପଣ କେବେ ବିମାନରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ନିଶ୍ଚିତ କୌଣସି ଫିଲ୍ମ କିମ୍ବା ବ୍ଲଗରେ ବିମାନ ଯାତ୍ରାର ଦୃଶ୍ୟ ଦେଖିଥିବେ। ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି
Next Post Next post:
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts