ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ୭ ଲୋକ କଲ୍ୟାଣ ମାର୍ଗରେ ପହଞ୍ଚିଛନ୍ତି। ସୂଚନାନୁସାରେ, ଉତ୍ତରପ୍ରଦେଶର ରାଜନୀତି ଠାରୁ ଆଗାମୀ ୨୦୨୨ ନିର୍ବାଚନ ପର୍ଯ୍ୟନ୍ତ ଏହି ବୈଠକରେ ଆଲୋଚନା କରାଯିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଗତ ଶନିବାର ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ଭାଜପା ମୋର୍ଚ୍ଚର ଅଧ୍ୟକ୍ଷଙ୍କୁ ଭେଟିଥିଲେ। ଏହି ବୈଠକ ପ୍ରାୟ ଚାରି ଘଣ୍ଟା ଧରି ଚାଲିଥିଲା। ଏହି ବୈଠକରେ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା ଏବଂ ଦଳର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ ସନ୍ତୋଷ ମଧ୍ୟ ଉପସ୍ଥିତ ଥିଲେ।
ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ...
କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...
ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ...
ସୋମବାରଠାରୁ ବାର୍-ପାର୍କ ଖୋଲା…
ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ...
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ
ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...


