E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
7:58 amJune 26, 2021June 27, 2021

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ ଶୁକ୍ରବାର ଏହା ସ୍ପଷ୍ଟ କରାଯାଇଛି। ସୁଶୀଲା ୪୮କେଜି କାଟେଗୋରି ଭାଗ ନେଇଥାନ୍ତି। ସେ ୯୮୯ ପଏଣ୍ଟ ସହ ଏସୀୟ ତାଲିକାରେ ୭ମ ସ୍ଥାନ ଅଧିକାର କରିଥିବା ଅନ୍ତର୍ଜାତୀୟ ଜୁଡୋ ମହାସଂଘ କହିଛି। ମହାଦେଶରେ ଜୁଡୋକାଙ୍କ ର଼୍ୟାଙ୍କିଙ୍ଗଭିତ୍ତିରେ କଣ୍ଟିନେଣ୍ଟାଲ କୋଟା ଦିଆଯାଇଥାଏ। ଅଲିମ୍ପିକ୍ସ ପାଇଁ ଏସିଆରୁ ୧୦କୋଟା ରହିଛି। ୨୬ବର୍ଷୀୟ ସୁଶୀଲା ପ୍ରଥମ ଥର ଅଲିମ୍ପିକ୍ସରେ ଭାଗ ନେବେ। ୨୦୧୬ ରିଓ ଅଲିମ୍ପିକ୍ସରେ ଅବତାର ସିଂ(୯୦କେଜି) ଭାରତର ଏକମାତ୍ର ଜୁଡୋକା ଭାବେ ଅଂଶଗ୍ରହଣ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

ୟୁରୋକପ୍‌ ଫୁଟ୍‌ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ

ମ୍ୟୁନିକ,୨୧।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍‌ ଏଫ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପର୍ତ୍ତୁଗାଲ...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ
Next Post Next post:
ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts