ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ ଶୁକ୍ରବାର ଏହା ସ୍ପଷ୍ଟ କରାଯାଇଛି। ସୁଶୀଲା ୪୮କେଜି କାଟେଗୋରି ଭାଗ ନେଇଥାନ୍ତି। ସେ ୯୮୯ ପଏଣ୍ଟ ସହ ଏସୀୟ ତାଲିକାରେ ୭ମ ସ୍ଥାନ ଅଧିକାର କରିଥିବା ଅନ୍ତର୍ଜାତୀୟ ଜୁଡୋ ମହାସଂଘ କହିଛି। ମହାଦେଶରେ ଜୁଡୋକାଙ୍କ ର଼୍ୟାଙ୍କିଙ୍ଗଭିତ୍ତିରେ କଣ୍ଟିନେଣ୍ଟାଲ କୋଟା ଦିଆଯାଇଥାଏ। ଅଲିମ୍ପିକ୍ସ ପାଇଁ ଏସିଆରୁ ୧୦କୋଟା ରହିଛି। ୨୬ବର୍ଷୀୟ ସୁଶୀଲା ପ୍ରଥମ ଥର ଅଲିମ୍ପିକ୍ସରେ ଭାଗ ନେବେ। ୨୦୧୬ ରିଓ ଅଲିମ୍ପିକ୍ସରେ ଅବତାର ସିଂ(୯୦କେଜି) ଭାରତର ଏକମାତ୍ର ଜୁଡୋକା ଭାବେ ଅଂଶଗ୍ରହଣ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.