ଟେଲିକମ୍ୟୁନିକେଶନ ଇଣ୍ଡଷ୍ଟ୍ରିଗୁଡ଼ିକ ୫-ଜି ଟେକ୍ନୋଲୋଜି ଆଣିବା ଦୌଡ଼ରେ ସାମିଲ ହୋଇଥିବାବେଳେ ଭାରତରେ ଏହି ନେଟ୍ଓ୍ବର୍କ ବ୍ୟବସ୍ଥା ବିରୋଧରେ ବାହାରିଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ପରିବେଶ କର୍ମୀ ଜୁହି ଚାଓ୍ବଲା। ଏ ନେଇ ସେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ସେ କହିଛନ୍ତି, ତାର ମୁକ୍ତ ଗ୍ୟାଜେଟ୍ ଏବଂ ନେଟ୍ୱର୍କ ସେଲ୍ ଟାୱାରରୁ ଆରଏଫ୍ ବିକିରଣ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। ୫-ଜି ନେଟ୍ଓ୍ବର୍କ ଦୌଡ଼ରେ ସାମିଲ ହୋଇଥିବା ଭାରତୀୟ କମ୍ପାନୀଗୁଡ଼ିକ ବର୍ତ୍ତମାନ ଓ ଭବିଷ୍ୟତ ପିଢ଼ିକୁ ବିପଦରେ ପକାଇବାକୁ ଥିବା କାରକକୁ ଅଣଦେଖା କରିପାରନ୍ତି ଯାହା କି ବେଶ୍ ଚିନ୍ତାଜନକ। ଟେକ୍ନୋଲୋଜିର ଅଗ୍ରଗତିରେ ବାଧା ସୃଷ୍ଟି କରିବା ତାଙ୍କର ଲକ୍ଷ୍ୟ ନୁହେଁ। କିନ୍ତୁ ବ୍ୟାପକ ମାତ୍ରାରେ ବିକିରଣ ଯୋଗୁ ପୃଥିବୀର ଜୈବ ବିବିଧତା ପ୍ରଭାବିତ ହେବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.