E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା
12:37 pmJune 1, 2021

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ ମିତଲ କୁମାର ଓ ଡା. ରାଜୀବ ଜୈନ ଏହି ଆୟୋଗର ସଦସ୍ୟ ରହିବେ। ସୂଚନା ମୁତାବକ ବିଚାରପତି ଅରୁଣ ମିଶ୍ରା ମଧ୍ୟପ୍ରଦେଶ ଜବଲପୁରର ବାସିନ୍ଦା ଅଟନ୍ତି। ସେ ବିଜ୍ଞାନରେ ଏମ୍‌ଏ ଡିଗ୍ରୀ ହାସଲ କରିବା ପରେ ଆଇନ ପାଠ୍ୟକ୍ରମ ପଢ଼ିଥିଲେ। କାରଣ ତାଙ୍କ ରୁଚି ଏଥିରେ ରହିଥିଲା। ତେବେ ୨୧ ବର୍ଷ ଓକିଲାତି କରିବା ପରେ ୧୯୯୯ରେ ସେ ପ୍ରଥମ ଥର ମଧ୍ୟପ୍ରଦେଶ ହାଇକୋର୍ଟରେ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ...

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...

ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ

କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍‌-୧୯...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ବାୟୋମେଟ୍ରିକ୍ସକୁ ଲକ୍‌ କରିପାରିବେ କାର୍ଡଧାରୀ

ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି।...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
Next Post Next post:
ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts