ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ ମହେଶ ମିତଲ କୁମାର ଓ ଡା. ରାଜୀବ ଜୈନ ଏହି ଆୟୋଗର ସଦସ୍ୟ ରହିବେ। ସୂଚନା ମୁତାବକ ବିଚାରପତି ଅରୁଣ ମିଶ୍ରା ମଧ୍ୟପ୍ରଦେଶ ଜବଲପୁରର ବାସିନ୍ଦା ଅଟନ୍ତି। ସେ ବିଜ୍ଞାନରେ ଏମ୍ଏ ଡିଗ୍ରୀ ହାସଲ କରିବା ପରେ ଆଇନ ପାଠ୍ୟକ୍ରମ ପଢ଼ିଥିଲେ। କାରଣ ତାଙ୍କ ରୁଚି ଏଥିରେ ରହିଥିଲା। ତେବେ ୨୧ ବର୍ଷ ଓକିଲାତି କରିବା ପରେ ୧୯୯୯ରେ ସେ ପ୍ରଥମ ଥର ମଧ୍ୟପ୍ରଦେଶ ହାଇକୋର୍ଟରେ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.