E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ

ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌
8:11 pmJune 5, 2021

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର ବାଡ଼ତ୍ୟା। ପୋଲିସ ଉଭୟଙ୍କର ଏମ୍‌କେସିଜି ମେଡିକାଲରେ ଡାକ୍ତରୀମାଇନା କରାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୧୦/୨୧) ରୁଜୁ କରି ଗିରଫ ଦୀପକଙ୍କୁ ଶନିବାର କୋର୍ଟ ଚାଲାଣ କରିଛି।

ଅଭିଯୋଗ ମୁତାବକ, ଦୀପକ ବିବାହିତ ଥିବା ସତ୍ତ୍ୱେ ୨୦୧୮ରେ ଏକ ପରିବାର ସହିତ ପରିଚିତ ହୋଇଥିଲେ। ସମ୍ପୃକ୍ତ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କର ଜଣେ ନାବାଳିକା ଝିଅଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ସେ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ କରିଥିଲେ ଦୀପକ। ପରବର୍ତ୍ତୀ ସମୟରେ ଦୀପକ ନାବାଳିକାଙ୍କୁ ବିବାହ କରିବାକୁ ମନା କରିଦେଇଥିଲେ।

କିଛିଦିନ ତଳେ ନାବାଳିକାଙ୍କ ଏକ ବିବାହ ପ୍ରସ୍ତାବ ଆସିଥିଲା। ଜଣେ ଯୁବକଙ୍କ ସହିତ ତାଙ୍କର ନିର୍ବନ୍ଧ ପାଇଁ ଯୋଜନା ଚାଲିଥିବା ଖବର ପାଇ ଥିଲେ ଦୀପକ। ଏଭଳିସ୍ଥିତିରେ ଦୀପକ ଅଶ୍ଳୀଳ ଭିଡ଼ିଓକୁ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଇଥିଲେ। ଯାହାକି ଭାଇରାଲ୍‌ ହୋଇଥିଲା। ଏହା ଜାଣିବା ପରେ ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

ମାଲକାନଗିରି/ଏମ୍‌ଭି୭୯,୧୮ା୬: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା...

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୯ ଜିଲାରେ କାଳବୈଶାଖୀ ଭୟ
Next Post Next post:
ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts