ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଉଛି।
କରୋନାର ପ୍ରଥମ ଲହର ସମୟରେ କାନ୍ତା ପ୍ରସାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ବହୁ ସଂଖ୍ୟାରେ ଲୋକେ ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। ହେଲେ ମହାମାରୀର ଦ୍ୱିତୀୟ ଲହରରେ କାନ୍ତାଙ୍କ ବହୁତ କ୍ଷତି ହୋଇଥିଲା।
କାନ୍ତା ପ୍ରସାଦ ଗୁରୁବାର ରାତିରେ ନିଦ ବଟିକା ସହ ମଦ୍ୟପାନ କରିଥିଲେ। ଏଥିଯୋଗୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା। ଏବେ ଘଟଣାର ତଦନ୍ତ କରାଯାଉଛି ବୋଲି ପୋଲିସ କହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.