E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..
10:32 amJune 27, 2021June 27, 2021

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ ଏବଂ ପୁଅଙ୍କ ଯତ୍ନ ନେବା ସାଙ୍ଗକୁ କାମକୁ ପ୍ରାଧାନ୍ୟ ଦେଉଥିବାରୁ ଅନେକ ଫଟୋ ତାଙ୍କର ଭାଇରାଲ ହେଉଛି। ତେବେ ଦିନ ଥିଲା କରିନା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ।

ସିମି ଅଗ୍ରଓ୍ବାଲଙ୍କ ଟକ୍‌ ଶୋ’ରେ ପହଞ୍ଚିଥିଲେ କରିନା। ସାକ୍ଷାତକାର ବେଳେ କାହାକୁ ଡେଟ୍‌ କରିବାକୁ ଚାହାନ୍ତି ବୋଲି ସିମି ପଚାରିଥିଲେ। ଜବାବରେ ରାହୁଲଙ୍କ ନାମ ନେଇଥିଲେ କରିନା। ଏଭଳି କହିବା ଉଚିତ କି ନା ତାହା ଜାଣେନା। କାରଣ ତାହା ବିବାଦୀୟ ହୋଇପାରେ। ହେଲେ ରାହୁଲଙ୍କୁ ଭଲ ଭାବେ ଜାଣିବାକୁ ଚାହୁଁଛି ବୋଲି କରିନା କହିଥିଲେ।

ହେଲେ ୨୦୦୯ରେ କରିନା କଥାରୁ ଓହରିଯାଇଥିଲେ। ଉଭୟଙ୍କ ସାଜ୍ଞା ଲୋକପ୍ରିୟ ହୋଇଥିବାରୁ ତାଙ୍କୁ ଅତିଥି ଭାବେ ଦେଖିବାକୁ ଚାହୁଁଛି। ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛି ବୋଲି କରିନା କହିଥିଲେ। କେବଳ ଯେ କରିନା ତାହା ନୁହେଁ ରାହୁଲ ମଧ୍ୟ ତାଙ୍କର ଚଳଚ୍ଚିତ୍ରକୁ ଫାଷ୍ଟ ଡେ ଫାଷ୍ଟ ଶୋ ଦେଖନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା

କମେଡି କିଙ୍ଗ୍‌ କପିଲ୍‌ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...

ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ

ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍‌ କିଙ୍ଗ୍‌ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍‌ର ଶୁଟିଂବେଳେ ଶାହାରୁଖଙ୍କୁ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…

ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି
Next Post Next post:
୬ ମାସ ଜଳୁଛି ଦୀପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts