E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…
3:55 pmJune 13, 2021

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି ବଦଳିଯାଇଥିଲା। ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ଏକ ଟେଲିଭିଜନ ଚାଟ୍‌ ଶୋ’ରେ ଶାହିଦଙ୍କୁ ବ୍ରେକ୍‌ଅପ୍‌ ପରେ କରିନାଙ୍କ ସହ କାମ କରିବାକୁ ନେଇ ପ୍ରଶ୍ନ ପଚରାଯାଇଥିଲା। ଏହାର ବଡ଼ ଅଜବ ଉତ୍ତର ଦେଇଥିଲେ ଶାହିଦ।

ଯଦି ମୋର ନିର୍ଦ୍ଦେଶକ ଜଣେ ଗାଇ ଅଥବା ମଇଁଷି ସହ ଜଣେ ଅଭିନେତା ଭାବେ ମୁଁ କାମ କରେ ବୋଲି ଚାହାନ୍ତି ତେବେ ମୁଁ ତା ପାଇଁ ମଧ୍ୟ ପ୍ରସ୍ତୁତ। ମୁଁ ସାଢ଼େ ଚାରି ବର୍ଷ ଧରି ଏକ ସମ୍ପର୍କରେ ରହିଲି। ବେଶ କମିଟେଡ୍‌ ମଧ୍ୟ ଥିଲି। ଏବେ ସେ ଜଣେ ଅଦ୍ଭୁତ ପ୍ରେମିକ ହେବାକୁ ଚେଷ୍ଟା କରିବେ ନାହିଁ ବୋଲି ଶାହିଦ କହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...

ପୁଣି ଟପ୍‌ଲେସ୍‌ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ

ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍‌...

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ...

ଅଜୟ ଦେବଗନ୍‌ଙ୍କ କିଣିଲେ ନୂଆ ଘର: ଦାମ୍‌ ରହିଛି…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କର ଜୁହୁରେ ଏକ ସୁନ୍ଦର ବଙ୍ଗଳା ଅଛି। ଏଠାରେ ସେ ତାଙ୍କ ପରିବାର ସହିତ ରୁହନ୍ତି। ଏକ ଇନଡୋର ଜିମ ବ୍ୟତୀତ...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି

ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍‌ରେ ରହୁଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ
Next Post Next post:
ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts