E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ
9:09 pmJune 19, 2021

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।

ଦୁଇ ରାଜ୍ୟ ମଧ୍ୟରେ ଜଳ ବିବାଦର ସାମାଧାନର ସୂତ୍ର ଖୋଜିବା ପାଇଁ ବେଙ୍ଗାଲୁରୁଠାରେ ଶନିବାର ଏକ ଉଚ୍ଚ ସ୍ତରୀୟ ବୈଠକ ବସିଥିଲେ। ଏଥିରେ ଯୋଗଦେଇଥିଲେ କର୍ନାଟକ ମୁଖ୍ୟମନ୍ତ୍ରୀ ବି ଏସ୍‌ ୟେଦିୟୁରପ୍ପା ଓ ରାଜ୍ୟ ଗୃହମନ୍ତ୍ରୀ ବାସଭରାଜ ବୋମାଇ ଏବଂ ମହାରାଷ୍ଟ୍ରର ଜଳ ସମ୍ପଦ ମନ୍ତ୍ରୀ ଜୟନ୍ତ ପାଟିଲ। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ୟେଦିରୁପ୍ପା କହିଛନ୍ତି, ଉଭୟ ରାଜ୍ୟ ମଧ୍ୟରେ ବର୍ଷା ସମ୍ପର୍କୀତ ରିଅଲ ଟାଇମ ଡାଟାର ଆଦାନପ୍ରଦାନ କରାଯିବ। ଜଳ ସଂରକ୍ଷଣରୁ ଜଳ ଛଡ଼ାଯିବା ପୂର୍ବରୁ ଅନ୍ୟ ରାଜ୍ୟକୁ ଜଣାଇ ଦିଆଯିବ। ଯାହା ଫଳରେ ବନ୍ୟା ପ୍ରଭାବକୁ ହ୍ରାସ କରାଯାଇପାରିବ। ବନ୍ୟା ପରିଚାଳନା ସମ୍ପର୍କୀତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲୁ। ଉଭୟ ରାଜ୍ୟର ମନ୍ତ୍ରୀ ଓ ସଚିବସ୍ଥରୀୟ ଭଲ ବୁଝାମଣା ଓ ଯୋଗାଯୋଗ ରଖିବାକୁ ନିଷ୍ପତ୍ତି ହୋଇଛି। ଉଭୟ ରାଜ୍ୟ ଦୁଧଗଙ୍ଗା ଡ୍ୟାମ ପ୍ରୋଜେକ୍ଟକୁ ଯଥା ଶୀଘ୍ର ଶେଷ କରିବାକୁ ରାଜି ହୋଇଛନ୍ତି। ଏହି ପ୍ରୋଜେକ୍ଟ ଲାଗି ମହାରାଷ୍ଟ୍ର ମଧ୍ୟ ଫଣ୍ଡ ଯୋଗାଇଦେବ।

ପ୍ରତିବର୍ଷ ଅପ୍ରିଲ ଓ ମେ’ରେ ଜଥ ତାଲୁକ ଅଞ୍ଚଳରେ ମରୁଡି ପରିସ୍ଥିତି ସୃଷ୍ଟି ହେଉଥିବାରୁ ୨୦୧୩ଠାରୁ ବନ୍ୟା ସମୟରେ ପାଣି ଛାଡ଼ିବା ପାଇଁ କର୍ନାଟକକୁ ଟଙ୍କା ଦେବାକୁ ପଡ଼ୁଥିଲା। ତେବେ ଦୁଇ ରାଜ୍ୟ ମଧ୍ୟରୁ ଚୁକ୍ତି ହେବା ପରେ କର୍ନାଟକକୁ ଏ ବାବଦକୁ ଟଙ୍କା ଦେବାକୁ ପଡ଼ିବ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…

ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୯, ୨୦୨୧)
Next Post Next post:
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts