ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ୫ ଜଣ ଥିବା ବେଳେ କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏ ରହିଛନ୍ତି। ଝାରସୁଗୁ ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଥ ପ୍ରାଣ ହରାଇ ଥିବା ବେଳେ କେନ୍ଦ୍ରାପଡ଼ା ନୂଆପଡ଼ା ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର, ଗଜପତି, ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏପ୍ରାଣ ହରାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.