E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ
11:11 amJune 15, 2021

ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି ୪୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା କଟକ, ଝାରସୁଗୁଡ଼ା ଓ ପୁରୀ ଜିଲାରୁ ସର୍ବାଧିକ ୪ ଜଣ ଲେଖାଏ ଅଛନ୍ତି। ସେହିପରି ବରଗଡ଼, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରୁ ୩ ଜଣ ଲେଖାଏ ଥିବାବେଳେ ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏ ଅଛନ୍ତି। ଏହାସହ ବାଲେଶ୍ୱର, ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ଯୁକ୍ତିତର୍କରୁ ଭୁଜାଲି ଚୋଟ

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...

ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…
Next Post Next post:
ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts