E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସତ୍ୟନାରାୟଣ କି କଥାରେ କାର୍ତ୍ତିକ
3:59 pmJune 23, 2021

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ ରହିଥିଲା। ନିର୍ଦ୍ଦେଶକ କରନ ଜୋହରଙ୍କ ସହ ତାଙ୍କର ଝଗଡ଼ା ପରେ କାର୍ତ୍ତିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଥିଲା। କରନ କେବଳ ତାଙ୍କର ଆଗାମୀ ଫିଲ୍ମ ଦୋସ୍ତାନା-୨ରୁ ନୁହେଁ ବରଂ ଧର୍ମାପ୍ରଡକ୍ସନ ହାଉସ୍‌ରୁ ବି କାର୍ତ୍ତିକଙ୍କୁ ବ୍ୟାନ କରିଦେଇଥିଲେ। ଇତିମଧ୍ୟରେ କାର୍ତ୍ତିକଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସିଖର। ଖୁବ୍‌ଶୀଘ୍ର ଆଉ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ କାର୍ତ୍ତିକ। ଫିଲ୍ମ ‘ସତ୍ୟନାରାୟଣ କି କଥା’ରେ କାର୍ତ୍ତିକ ଆର୍ୟନଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିବ। କାର୍ତ୍ତିକ ନିଜେ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ୩୫ ସେକେଣ୍ଡର ଭିଡିିଓ ସହ ଏନେଇ ସୂଚନା ଦେଇଛନ୍ତି। ଏଥିସହ କ୍ୟାପସନ୍‌ରେ ଲେଖିଛନ୍ତି, ସତ୍ୟନାରାୟଣ କି କଥା ହେଉଛି ମୋ ହୃଦୟର ଏକ କାହାଣୀ। ସୂଚନା ମୁତାବକ ଜାତୀୟ ପୁରସ୍କାର ବିଜେତା ନିର୍ଦ୍ଦେଶକ ସମୀର ବିଦ୍ୱାନ୍ସ ନମଃ ପିକଚର୍ସ ଓ ସାଜିଦ ନାଦିଆଓ୍ବାଲାଙ୍କ ବ୍ୟାନର ନାଦିଆଓ୍ବାଲା ଗ୍ରାଣ୍ଡସନ୍‌ ଏଣ୍ଟରଟେନମେଣ୍ଟ ଏହି ଫିଲ୍ମର ନିର୍ଦ୍ଦେଶନା ଭାର ତୁଳାଇଛନ୍ତି। ପ୍ରେମର ଗାଥା ସତ୍ୟନାରାୟଣ କି କଥାରେ କାର୍ତ୍ତିକ ସତ୍ୟର ଚରିତ୍ରରେ ନଜର ଆସିବେ। ଏହିି ଫିଲ୍ମକୁ ନେଇ କାର୍ତ୍ତିକ ବେଶ୍‌ ଉତ୍ସାହିତ ଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ

ବଲିଉଡ୍‌ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...

ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା

ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର...

‘ଜୀବନରେ ଦୁଇ ଆଦର୍ଶ ପୁରୁଷଙ୍କୁ ଭେଟିଛି’

ଆଜି ପିତୃଦିବସ। ଏହି ଅବସରରେ ଅନେକ ବଲିଉଡ୍‌ ସେଲିବ୍ରିଟି ସୋସିଆଲ ମିଡିଆରେ ଫଟୋ ଶେୟାର କରି ନିଜ ପିତାଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି

ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
Next Post Next post:
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts