E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସତ୍ୟନାରାୟଣ କି କଥାରେ କାର୍ତ୍ତିକ
3:59 pmJune 23, 2021

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ ରହିଥିଲା। ନିର୍ଦ୍ଦେଶକ କରନ ଜୋହରଙ୍କ ସହ ତାଙ୍କର ଝଗଡ଼ା ପରେ କାର୍ତ୍ତିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଥିଲା। କରନ କେବଳ ତାଙ୍କର ଆଗାମୀ ଫିଲ୍ମ ଦୋସ୍ତାନା-୨ରୁ ନୁହେଁ ବରଂ ଧର୍ମାପ୍ରଡକ୍ସନ ହାଉସ୍‌ରୁ ବି କାର୍ତ୍ତିକଙ୍କୁ ବ୍ୟାନ କରିଦେଇଥିଲେ। ଇତିମଧ୍ୟରେ କାର୍ତ୍ତିକଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସିଖର। ଖୁବ୍‌ଶୀଘ୍ର ଆଉ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ କାର୍ତ୍ତିକ। ଫିଲ୍ମ ‘ସତ୍ୟନାରାୟଣ କି କଥା’ରେ କାର୍ତ୍ତିକ ଆର୍ୟନଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିବ। କାର୍ତ୍ତିକ ନିଜେ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ୩୫ ସେକେଣ୍ଡର ଭିଡିିଓ ସହ ଏନେଇ ସୂଚନା ଦେଇଛନ୍ତି। ଏଥିସହ କ୍ୟାପସନ୍‌ରେ ଲେଖିଛନ୍ତି, ସତ୍ୟନାରାୟଣ କି କଥା ହେଉଛି ମୋ ହୃଦୟର ଏକ କାହାଣୀ। ସୂଚନା ମୁତାବକ ଜାତୀୟ ପୁରସ୍କାର ବିଜେତା ନିର୍ଦ୍ଦେଶକ ସମୀର ବିଦ୍ୱାନ୍ସ ନମଃ ପିକଚର୍ସ ଓ ସାଜିଦ ନାଦିଆଓ୍ବାଲାଙ୍କ ବ୍ୟାନର ନାଦିଆଓ୍ବାଲା ଗ୍ରାଣ୍ଡସନ୍‌ ଏଣ୍ଟରଟେନମେଣ୍ଟ ଏହି ଫିଲ୍ମର ନିର୍ଦ୍ଦେଶନା ଭାର ତୁଳାଇଛନ୍ତି। ପ୍ରେମର ଗାଥା ସତ୍ୟନାରାୟଣ କି କଥାରେ କାର୍ତ୍ତିକ ସତ୍ୟର ଚରିତ୍ରରେ ନଜର ଆସିବେ। ଏହିି ଫିଲ୍ମକୁ ନେଇ କାର୍ତ୍ତିକ ବେଶ୍‌ ଉତ୍ସାହିତ ଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...

ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍‌’; ‘ଫ୍ୟାମିଲି ମ୍ୟାନ୍‌-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…

ବମ୍ବେ: ରିଲିଜ୍‌ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍‌ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
Next Post Next post:
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts