E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମୟୂରଭଞ୍ଜ, ରାଜ୍ୟ

କସିବଣୀ ଗାଁକୁ ଛୁଇଁନି କରୋନା
8:09 amJune 11, 2021

କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ ଅନ୍ତର୍ଗତ କସିବଣୀ ଗଁାକୁ ଛୁଇଁ ପାରିନାହିଁ। ପ୍ରବାହିତ ନାଲୁହା ନଦୀର ଉପରମୁଣ୍ଡରେ ଅବସ୍ଥିତ ଏହି ଗଁାକୁ ଚାରିଚକିଆ ଗାଡ଼ି ଯିବା ପାଇଁ ରାସ୍ତା ନାହିଁ। ସବୁ କ୍ଷେତ୍ରରେ ଅବହେଳିତ ଏହି ଗାଁର ଲୋକସଂଖ୍ୟା ୧ ଶହ। ୧୦ ପ୍ରତିଶତ ଶିକ୍ଷିତ ଥିବାବେଳେ ସ୍ବାଧୀନତାର ୭୦ ବର୍ଷ ପରେ ବି ଗ୍ରାମର ଜଣେ ହେଲେ ସରକାରୀ କିମ୍ବା ବେସରକାରୀ ଚାକିରି କରି ନାହାନ୍ତି। ଖଟିଲେ ସମସ୍ତଙ୍କ ଚୁଲି ଜଳେ।
ଦୁର୍ଗମ ଅଞ୍ଚଳରେ ଥିବା ଏହି ଗାଁକୁ ଖବରକାଗଜ ଯାଏନି କି କାହା ଘରେ ଟିଭି ନାହିଁ। କେତେବେଳେ କେମିତି ଜଣେ ଅଧେ ମୋବାଇଲ ଦ୍ୱାରା ଖବର ପାଆନ୍ତି। ଆଖପାଖ ଲୋକଙ୍କଠାରୁ କରୋନା ବିଷୟରେ ଶୁଣି ସେମାନେ ଏବେ ବହୁ ସଚେତନ ଅଛନ୍ତି। ମହାମାରୀ ଲୋକଙ୍କ ଜୀବନ ନେଉଥିବା ଜାଣି ଏହି ଗ୍ରାମର ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। କରୋନା ରୋକିବା ଲାଗି ୨ ବର୍ଷ ହେଲା ଗାଁରେ ବିବାହ କିମ୍ବା କୌଣସି ଭୋଜି ଭାତ ମଧ୍ୟ ହୋଇନାହିଁ। ସାପ୍ତାହିକ ହାଟକୁ ଗଲେ ଲୋକେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦେଉଛନ୍ତି। ଗ୍ରାମର ଜଣେ ବି କେହି କୋଭିଡ୍‌ ଟିକା ନେଇ ନ ଥିବା ବେଳେ ସମସ୍ତେ ସରକାରଙ୍କ କଟକଣା ମାନି ଚଳୁଥିବା ଗ୍ରାମର ଲକ୍ଷ୍ମୀଧର ମାରାଣ୍ଡି, ବିରାମ ମାରାଣ୍ଡି, ବୈଦ୍ୟନାଥ ମାଝି, ଦେବେନ୍ଦ୍ର ମାଝି ଓ ରୁହିଆ ସୋରେନ ପ୍ରମୁଖ କହିଛନ୍ତି। ଏ ସଂକ୍ରାନ୍ତରେ ସ୍ଥାନୀୟ ସରପଞ୍ଚ ସସ୍ମିତା ନାୟକଙ୍କୁ ପଚାରିବାରୁ ଉକ୍ତ ଗାଁର କୌଣସୀ ଲୋକଙ୍କଠାରେ ଅଦ୍ୟାବଧି କରୋନା ଲକ୍ଷଣ ପ୍ରକାଶ ପାଇନାହିଁ। ତେଣୁ ସେମାନଙ୍କର କୋଭିଡ୍‌ ଟେଷ୍ଟର ଆବଶ୍ୟକତା ପଡ଼ିନାହିଁ ବୋଲି କହିଛନ୍ତି। ତେବେ କରୋନା ଏବେ ଗାଁ ମୁହଁା ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଏହି ଗାଁରେ ଅଧିକ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯିବା ଲାଗି ମତ ପ୍ରକାଶ ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମୟୂରଭଞ୍ଜ, ରାଜ୍ୟ View All

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...

ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍‌ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
Next Post Next post:
ବିଦେଶରେ ମୟୂରଭଞ୍ଜ ଛତୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts