E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସଫା ରଖନ୍ତୁ ଫ୍ରିଜ୍‌
11:51 amJune 8, 2021

ଠିକ୍‌ ଭାବରେ ଜିନିଷ ସାଇତି ରଖିଲେ ଫ୍ରିଜ୍‌ ଶୀଘ୍ର ଅପରିଷ୍କାର ହେବ ନାହିଁ। ତେଣୁ କେଉଁ ଜିନିଷ କେଉଁଠି ରଖିବେ ସେ ସମ୍ପର୍କରେ ଭଲଭାବେ ଜାଣି ରଖନ୍ତୁ…

ପ୍ରତିଦିନ ବ୍ୟବହାର କରୁଥିବା ଜିନିଷ ଓ ବଳକା ଖାଦ୍ୟକୁ ଫ୍ରିଜ୍‌ର ଉପର ଥାକରେ ରଖନ୍ତୁ। ଫଳରେ ଆପଣ ରଖିଥିବା ଜିନିଷ ଭୁଲିବେ ନାହିଁ ଏବଂ ଖାଦ୍ୟ ନଷ୍ଟ ହେବ ନାହିଁ।
ଜିନିଷର ପ୍ରକାର ଦେଖି ସେହି ଅନୁସାରେ ନିର୍ଦ୍ଦିଷ୍ଟ ସ୍ଥାନରେ ରଖନ୍ତୁ। ଅର୍ଥାତ୍‌ ସବୁ ପ୍ରକାରର ଚକୋଲେଟକୁ ଗୋଟିଏ ସ୍ଥାନରେ ରଖନ୍ତୁ। ସେହିପରି ଫଳ କିମ୍ବା ପରିବାକୁ ବି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ରଖନ୍ତୁ। ଏପରି କରିବା ଫଳରେ ଆପଣଙ୍କର ସମୟ ବଞ୍ଚିବା ସହିତ ଅଧିକ ଜିନିଷ ରଖି ପାରିବେ।
ଫ୍ରିଜ୍‌ରେ ପ୍ରତ୍ୟେକ ଜିନିଷକୁ ବୁଦ୍ଧି ପ୍ରୟୋଗ କରି ରଖନ୍ତୁ। କେଉଁଠି ବୋତଲ ରଖିବେ, କେଉଁଠି ଟିଫିନ ରଖିବେ ସେନେଇ ଠିକ୍‌ ଭାବେ ଚିନ୍ତା କରି ରଖନ୍ତୁ। ନଚେତ୍‌ ବେଳେବେଳେ ଫ୍ରିଜ୍‌ ଖୋଲିବା ମାତ୍ରେ ଅନେକ ଜିନିଷ ପଡି ନଷ୍ଟ ହୋଇଯାଏ।
ଫ୍ରିଜ୍‌ରେ ଆପଣ ବଜାରରୁ ଅନ୍ୟ ଥାକ ଆଣି ଭିତରେ ଜିନିଷ ରଖିପାରିବେ। ଫ୍ରିଜ୍‌ ଭିତରେ ଛୋଟ ଛୋଟ ଢାଙ୍କୁଣୀ ଥିବା ବକ୍ସ ଭିତରେ ବିଭିନ୍ନ ପ୍ରକାରର ଜିନିଷ ଆରାମରେ ରଖିପାରିବେ। ଏପରି କରିବା ଫଳରେ ଅଧିକ ସ୍ଥାନ ମିଳିପାରିବ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ

ଅନେକ ସମୟରେ ଛୋଟଛୋଟ କଥାକୁ ନେଇ ବାପା-ପୁଅଙ୍କ ଭିତରେ ମନମତାନ୍ତର ହେଉଥିବାର ଦେଖିବାକୁ ମିଳିଥାଏ। ଏହା ପଛରେ ବି ବାସ୍ତୁଦୋଷ ରହୁଥିବା ଅନୁମାନ କରାଯାଏ। ତେବେ...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍‌ ଦେବାରେ ଇୟର୍‌ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍‌ ରିଂ ମାନିବ...

ଉତ୍ତମ ପରିବେଶ ପାଇଁ…

ପ୍ରଦୂଷିତ ପରିବେଶ ଏବେ ଚିନ୍ତାର କାରଣ ସାଜିଛି। ଅନେକ କାରଣରୁ ଆମର ପରିବେଶ ସ୍ବାସ୍ଥ୍ୟୋପଯୋଗୀ ହେଉନାହିଁ। ଫଳରେ ଆମେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛେ।...

ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ...

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...

ରହିବନି ଷ୍ଟ୍ରେଚ୍‌ମାର୍କ

ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍‌ମାର୍କ କମ୍‌ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
Next Post Next post:
ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts