ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି କରୁଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ରାଷ୍ଟ୍ରୀୟ କଳ୍ୟାଣକାରୀ ଯୋଜନାରୁ କୌଣସି ନାଗରିକଙ୍କୁ ବଞ୍ଚିତ କରାଯିବ ନାହିଁ। ତେବେ ଦିଲ୍ଲୀ ସରକାର ଅନ୍ୟ କୌଣସି ଯୋଜନା ମାଧ୍ୟମରେ ଘରେ ଘରେ ରାଶନ ବଣ୍ଟନ କରିପାରିବେ। ଏଥିରେ କେନ୍ଦ୍ରର କୌଣସି ଆପତ୍ତି ନାହିଁ। ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ଦିଲ୍ଲୀ ନିଜର କୋଟା ଅନୁସାରେ ୩୭,୪୦୦ ମେଟ୍ରିନ୍ ଟନ୍ ଖାଦ୍ୟଶସ୍ୟ ସଂଗ୍ରହ କରୁଛି। ଏହାର ୯୦ ପ୍ରତିଶତ ପର୍ଯ୍ୟନ୍ତ ଆବଣ୍ଟିତ କରାଯାଉଥିବା କେନ୍ଦ୍ର ସରକାର କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.