E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦୁଝର

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି
5:16 pmJune 19, 2021

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି ଜିଲାର ଜାମୁକୋଳି ସଂଗ୍ରହକାରୀ ସେଭଳି ଲାଭ ପାଇ ପାରୁନାହାନ୍ତି। ଜାମୁକୋଳି ଡାଇବେଟିସ୍‌ ରୋଗୀଙ୍କ ପାଇଁ ରାମବାଣ ହୋଇଥିବାରୁ ସେଠାରେ ଏହାର ଚାହିଦା ଖୁବ୍‌ ବେଶୀ। ଏପରିକି ଉପରୋକ୍ତ ରାଜ୍ୟରେ ଅଙ୍ଗୁର ଦର୍‌ରେ କେନ୍ଦୁଝର ଜାମୁକୋଳି ବିକ୍ରି ହୋଇଥାଏ ବୋଲି ବେପାରୀମାନେ କୁହନ୍ତି। ପ୍ରତି ବର୍ଷ ଏହି ଜିଲାରୁ ଟ୍ରିପ୍‌ଟ୍ରିପ୍‌ ଜାମୁ କୋଳି ବାହାର ରାଜ୍ୟକୁ ଯାଉଥିବାବେଳେ ଗତ ଦୁଇବର୍ଷ ହେଲା କରୋନା କଟକଣା ପାଇଁ କମ୍‌ ସଂଗ୍ରହ ହୋଇ ବାହାରକୁ ଚାଲାଣ ହେଉଥିବା ଝାଡ଼ଖଣ୍ଡରୁ ଆସିଥିବା ବ୍ୟବସାୟୀ ମୂରଲୀ ରାମ କହିଛନ୍ତି।
ପ୍ରକାଶ ଯେ, କେନ୍ଦୁଝର ଜିଲାରେ ବଣପାହାଡ, ଘରବାଡ଼ି ତଥା ରାସ୍ତା କଡ଼ରେ ବହୁ ଜାମୁ କୋଳି ଗଛ ରହିଛି। ବର୍ଷା ଋତୁରେ ଜାମୁକୋଳି ପାଚିଥାଏ। ଯାହାକୁ ବନବାସୀମାନେ ସଂଗ୍ରହ କରି ହାଟବଜାରରେ ବିକ୍ରି କରିଥାନ୍ତି। ସେହିପରି ଏହି ଜାମୁକୋଳିକୁ ବାହାର ରାଜ୍ୟର ବେପାରୀମାନେ ଆସି କ୍ୟାମ୍ପ କରି କୋଳି ସଂଗ୍ରହ କରି ଟ୍ରକ୍‌ ଯୋଗେ ନେଇଥାନ୍ତି। ବ୍ୟାଗ୍‌ ପିଛା ୧୦୦ରୁ ୧୫୦ ଟଙ୍କାରେ କିଣିଥାନ୍ତି।ବାହାର ରାଜ୍ୟରେ ଏହି ଜାମୁକୋଳିକୁ ୧୫୦ରୁ ୨୦୦ ଟଙ୍କାରେ ବିକ୍ରି ହୋଇଥାଏ ବୋଲି ବେପାରୀମାନେ କୁହନ୍ତି।

ଅତିରିକ୍ତ ଜିଲାପାଳ ସନ୍ତୋଷ ନାୟକ କହିଛନ୍ତି ଯେ, ବନଜାତ ଫଳମୂଳକୁ ଆଦିବାସୀମାନେ ବିକ୍ରିବଟା କରି ଜୀବିକା ନିର୍ବାହ କରିଥାନ୍ତି। ତେବେ ସେସବୁର ବିକ୍ରିବଟା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିଲେ ହେଁ ସେମାନଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦିଆଯାଉଛି।

ନରେଶ ଚନ୍ଦ୍ର ପଟ୍ଟନାୟକ


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦୁଝର View All

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ

ସୋର,୧୭ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ...

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ

ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି...

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକସଙ୍ଗେ ଦୁଇ ଯୁବତୀଙ୍କୁ କରୁଥିଲେ ପ୍ରେମ,ଗୋଟିଏ ମଣ୍ଡପରେ ହେଲା…
Next Post Next post:
ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts