E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ
6:42 pmJune 18, 2021

ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼ ସ୍କୋରର ପିଛା କରୁଥିବା ଆୟର୍ଲାଣ୍ଡ ୧୧୧ ରନ୍‌ରେ ୫ ଉଇକେଟ ହରାଇ ନିଶ୍ଚିତ ପରାଜୟ ଆଡ଼େ ମୁହଁାଉଥିଲା। କିନ୍ତୁ ମ୍ୟାଚ୍‌ର ଭାଗ୍ୟ ବଦଳି ଦେଇଥିଲେ କେଭିନ ଓ’ବ୍ରେନ। ତାଙ୍କ ଧୂଆଁଦାର ବ୍ୟାଟିଂ ବଳରେ ଅନ୍ତିମ ଓଭରରେ ମ୍ୟାଚ୍‌ ଜିତିନେଇଥିଲା ଆୟର୍ଲାଣ୍ଡ। ମାତ୍ର ୫୦ ବଲରେ ଶତକ ପୂରଣ କରିଥିଲେ କେଭିନ। ଏହା ଏବେ ମଧ୍ୟ ଦିନିକିଆ ବିଶ୍ୱକପ୍‌ ଇତିହାସର ଦ୍ରୁତତମ ଶତକ। ଆଉ ଏହା ଥିଲା ତାଙ୍କ କ୍ୟାରିୟରର ସବୁଠୁ ସ୍ମରଣୀୟ ଇନିଂସ। ଏହି ୩୭ ବର୍ଷୀୟ ଅଲରାଉଣ୍ଡର ଶୁକ୍ରବାର ଦିନିକିଆ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। କ୍ୟାରିୟରରେ ୧୫୨ ଦିନିକିଆ ମ୍ୟାଚ୍‌ ଖେଳିଥିବା କେଭିନଙ୍କ ନାମରେ ରହିଛି ୩,୬୧୯ ରନ୍‌। ଏଥିରେ ସାମିଲ ଅଛି ୨ ଶତକ ଓ ୧୮ ଅର୍ଦ୍ଧଶତକ। ତା’ ସାଙ୍ଗକୁ ୧୧୪ ଉଇକେଟ ମଧ୍ୟ ନେଇଥିଲେ। ଦିନିକିଆ କ୍ରିକେଟରୁ ଅବସର ନେଇଥିଲେ ମଧ୍ୟ ଟି୨୦ ଓ ଟେଷ୍ଟ ଫର୍ମାଟରେ ଖେଳିବା ଜାରି ରଖିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

୩୩ ବର୍ଷରେ ରାହାନେ

ନୂଆଦିଲ୍ଲୀ,୬।୬: ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ରବିବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ସମ୍ପୂର୍ଣ୍ଣ କ୍ରିକେଟ...

ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ

ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ...

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ୍‌ ସେମିଫାଇନାଲରେ

ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
Next Post Next post:
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts