E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ରାୟଗଡା

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
10:45 pmJune 21, 2021June 28, 2021

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଦେବବ୍ୟାସ ନାୟକ(୧୭)।
ସୂଚନା ଅନୁଯାୟୀ, ଗୁଞ୍ଜିଗଡ଼ା ଗ୍ରାମରେ ଏକ କ୍ରିକେଟ ଟୁର୍ନାମେଣ୍ଟ ଚାଲିଥିଲା। ଭୁଲ ବୁଝାମଣାରୁ ବେନ୍ଦଲାପାସ ଏବଂ ରାମପୁରର ଡୁମେରପଦର ଦଳ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ବେନ୍ଦଲାପାସ ଦଳର ଖେଳାଳିମାନେ ଉତ୍ତ୍ୟକ୍ତ ହୋଇ ପ୍ରତିପକ୍ଷ ଦଳର ଖେଳାଳି ଦେବବ୍ୟାସଙ୍କୁ ଷ୍ଟମ୍ପ୍‌ରେ ଆକ୍ରମଣ କରିଥିଲେ। ଏଥିରେ ଦେବବ୍ୟାସଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ଫଳରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସାଥୀ ଖେଳାଳୀ ତାଙ୍କୁ ତୁରନ୍ତ କାଶୀପୁର ଡାକ୍ତରଖାନାକୁ ନେଇଥିଲେ। ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଉଥିଲା। ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଦେବବ୍ୟାସଙ୍କ ବଡ଼ବାପା କାଶୀପୁର ଥାନାରେ ଏତଲା ଦେଇଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। କାଶୀପୁର ପୋଲିସ ବେନ୍ଦଲାପାସ ଦଳର ଖେଳାଳି ଗଙ୍ଗା ମାଝିକୁ ଅଟକ ରଖି ପଚରାଉଚୁରା କରୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ରାୟଗଡା View All

ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି...

ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା

ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍‌’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

ରକ୍ତ ସଂଗ୍ରହରେ କରୋନା ବାଧକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍‌ଡାଉନ୍‌ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ...

ରାଜପଥରେ ଓଲଟିଲା କାର

ରୂପସା,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର...

୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୩ରୁ ପୁରୀରେ ୧୪୪
Next Post Next post:
କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts