ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ କରିବେ। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। କରୋନା ଯୋଗୁ ଏହି ସମାରୋହ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବ। ‘ମିସ୍ ଟ୍ରାନ୍ସ ଗ୍ଲୋବାଲ ଇଣ୍ଡିଆ’ ଟାଇଟଲ ଜିତିବା ଗର୍ବର ବିଷୟ। କିନ୍ତୁୁ ଭର୍ଚୁଆଲ କାର୍ଯ୍ୟକ୍ରମ ହେଉଥିବା ଯୋଗୁ ଅନ୍ୟ ପ୍ରତିଯୋଗୀଙ୍କୁ ସାକ୍ଷାତ କରି ନ ପାରିବା ଦୁଃଖର କଥା ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ, ଫୁରସତ View All
ମୁଁ ସିଂହର ପୁଅ: ଚିରାଗ
ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...
୮୦ କୋଟି ଲୋକଙ୍କୁ ମାଗଣା ରାଶନ
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...
ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
ବିବାହ କରିବାକୁ ଜିଦ୍ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ
ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ...
ନକଲି ଭାକ୍ସିନ୍ ନେଇ ଟିଏମ୍ସି ଏମ୍ପି ଅସୁସ୍ଥ…
କୋଲକାତା,୨୬।୬: ନକଲି ଭାକ୍ସିନ୍ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି...
ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ
ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍ ଗୁରୁବାରରେ ପଡ଼ିଛି ଏହି ବ୍ରତ।...
୨.୭ କୋଟିର ମୋନାଲିସା ପେଣ୍ଟିଂ
ଲିଓନାର୍ଡୋ ଡା ଭିନ୍ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍ ଦେଖିବାକୁ ମିଳିଛି।...


