ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ କରିବେ। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। କରୋନା ଯୋଗୁ ଏହି ସମାରୋହ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବ। ‘ମିସ୍ ଟ୍ରାନ୍ସ ଗ୍ଲୋବାଲ ଇଣ୍ଡିଆ’ ଟାଇଟଲ ଜିତିବା ଗର୍ବର ବିଷୟ। କିନ୍ତୁୁ ଭର୍ଚୁଆଲ କାର୍ଯ୍ୟକ୍ରମ ହେଉଥିବା ଯୋଗୁ ଅନ୍ୟ ପ୍ରତିଯୋଗୀଙ୍କୁ ସାକ୍ଷାତ କରି ନ ପାରିବା ଦୁଃଖର କଥା ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.