ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ବାଗତ କରାଯାଇଛି । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନରଙ୍କ ପାଇଁ ସୁଯୋଗ ରହିଛି।
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...
ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ
ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...
ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ...
ଭିଡ଼ କଲେ, ବୋହିନେଲେ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ...
ଶିକ୍ଷାବିତ୍ ବେଣୁମାଧବଙ୍କ ପରଲୋକ
ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ
ପରଜଙ୍ଗ, ୧୩।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...


