ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ବାଗତ କରାଯାଇଛି । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନରଙ୍କ ପାଇଁ ସୁଯୋଗ ରହିଛି।
ପରୀ ପରେ ବେବିନାଙ୍କୁ ହତ୍ୟା
ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...
ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...
ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର...
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...


