E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …
3:11 pmJune 5, 2021

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ କାର୍ଯ୍ୟ କରିଆସୁଛି। ଯୋଗର ପ୍ରଚାର-ପ୍ରସାର କରିବା ଫାଉଣ୍ଡେଶନର ମୁଖ୍ୟ ଉଦ୍ଦେଶ୍ୟ । ଅନେକଙ୍କ ଗୁରୁ ସାଜିଥିବା ସଦ୍‌ଗୁରୁଙ୍କ ଗୁରୁ କିଏ ବୋଲି ଅନେକ ସମୟରେ ପ୍ରଶ୍ନ ଉଠେ।

କର୍ନାଟକର ମୈସୁର ସହରରେ ପିଲାଦିନୁ ରହିଆସୁଥିଲେ ସଦ୍‌ଗୁରୁ। ତାଙ୍କ ଘର ପାଖରେ ଘନ ଜଙ୍ଗଲ ଥିଲା। ଯେତେବେଳେ ଇଚ୍ଛା ହେଉଥିଲା ସେ ଜଙ୍ଗଲକୁ ଚାଲି ଯାଉଥିଲେ ଏବଂ କିଛି ଦିନ ପରେ ଫେରି ଆସୁଥିଲେ। ଜଙ୍ଗଲରେ ସେ ଗଛ ଉପରେ ବସି ରହୁଥିଲେ। ପ୍ରକୃତି କୋଳରେ ସେ ବେଶ୍‌ ଖୁସି ଅନୁଭବ କରୁଥିଲେ। ଦିନେ ସେ ଚାମୁଣ୍ଡି ପାହାଡ଼ ଉପରେ ବସିଥିବା ବେଳେ ହଠାତ ଭିନ୍ନ ଅନୁଭବ କରିଥିଲେ। ଶରୀରରୁ ସେ ଅଲଗା ହୋଇଯାଇଥିବା ଏବଂ ତାଙ୍କ ବିସ୍ତାର ସମସ୍ତ ପ୍ରକୃତି ରୂପରେ ହୋଇଥିବା ଭଳି ତାଙ୍କୁ ଅନୁଭୂତି ହୋଇଥିଲା। ଖୋଲା ଆଖିରେ ଏଭଳି ଅନୁଭବକୁ ବୁଝିବାକୁ ତାଙ୍କୁ କିଛି ସମୟ ଲାଗିଥିଲା। ଏହା ତାଙ୍କୁ ଆନନ୍ଦିତ କରିଥିଲା। ପରେ କିଛି ଦିନ ବ୍ୟତିରେକ ସେହିଭଳି ହେବାକୁ ଲାଗିଲା। ଏଥିଯୋଗୁ ତାଙ୍କର ମାନସିକତା ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଆସିଥିଲା। ପରମାନନ୍ଦ ଭଳି ଲାଗୁଥିବା ଅନୁଭବକୁ ବଢ଼ାଇବା ପରେ ସେ ରାଘବେନ୍ଦ୍ର ରାଓଙ୍କଠାରୁ ଯୋଗ ଶିକ୍ଷା କରିଥିଲେ। ଫଳରେ ତାଙ୍କର ଆତ୍ମ ଅନୁଭୂତି ଆହୁରୀ ଅଧିକ ବଢ଼ିବାକୁ ଲାଗିଲା। ଏହାକୁ ବାଣ୍ଟିବା ପାଇଁ ବାକି ତକ ଜୀବନ ଲୋକଙ୍କ ସେବାରେ ଲଗାଇବା ପାଇଁ ସେ ନିଶ୍ଚିତ କରିଥିଲେ। ଏହି ସଙ୍କଳ୍ପ ନେଇ ସେ ଇଶା ଫାଉଣ୍ଡେଶନର ମୂଳଦୁଆ ପକାଇଥିଲେ।

ବର୍ତ୍ତମାନ ସରେ ଭାରତ ସମେତ ଅନେକ ଦେଶରେ ଫାଉଣ୍ଡେଶନ ପକ୍ଷରୁ ଯୋଗ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଇଂଲଣ୍ଡ, ଲେବନାନ, ଆମେରିକା, ସିଂଗାପୁର, ଅଷ୍ଟ୍ରେଲିଆ ଆଦି ଦେଶରେ ଏହା ଚାଲିଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...

୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…

ନୂଆଦିଲ୍ଲୀ,୯।୬: ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର...

ବନ୍ୟାରେ ଭାସିଗଲା କାର୍‌, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…

ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍‌ ଭାସିଗଲା। ଜଣେ ମହିଳା ଏହି କାର୍‌କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ।...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା
Next Post Next post:
ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts