ନଟିଂହାମ୍(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ ଶୁଆଇଙ୍କୁ ୬-୨, ୬-୧ ସିଧାସଳଖ ସେଟ୍ରେ ହରାଇ ଦେଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ଗ୍ରାସ୍କୋର୍ଟ ଏବଂ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ। ୩୦ ବର୍ଷୀୟା କୋଣ୍ଟା ପୂର୍ବରୁ ୨୦୧୭ ଓ ୨୦୧୮ ନଟିଂହାମ୍ ଟେନିସ ସେଣ୍ଟରଠାରେ ତାଙ୍କ ଫାଇନାଲ ମ୍ୟାଚରେ ପରାଜିତ ହୋଇଥିଲେ। ସେ ୪ବର୍ଷ ପରେ ଏକ ଟାଇଟଲ ଜିତିବାରେ ସଫଳ ହୋଇଛନ୍ତି। କୋଣ୍ଟା ପୂର୍ବରୁ ୨୦୧୭ ଏପ୍ରିଲରେ ମୟାମି ଓପନ ଟାଇଟଲ ଜିତିଥିଲେ।
ଆଡ୍ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ
ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍ହକ୍ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...
ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...
୨୪୯ ରନ୍ରେ ଅଟକିଲା ନ୍ୟୁଜିଲାଣ୍ଡ
ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା...
ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ
ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...
ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ
ନୂଆଦିଲ୍ଲୀ, ୨୩।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସ ପାଇଁ ମନପ୍ରୀତ ସିଂଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ଉପଅଧିନାୟକ ପାଇଁ ୨ ଜଣଙ୍କ ନାମ ଘୋଷଣା କରାଯାଇଛି।...
କୋପା ଆମେରିକା ଫୁଟ୍ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ
ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍ରେ ୪-୦ ଗୋଲରେ ପେରୁକୁ ହରାଇଛି।...
କୋଚ୍ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି
ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...
ଫଲୋଅନ୍ ପରେ ବି ମ୍ୟାଚ୍ ଛଡ଼ାଇ ଆଣିଲା ମହିଳା ଦଳ
ବ୍ରିଷ୍ଟଲ,୧୯।୬: ଫଲୋଅନ୍ ପରେ ମ୍ୟାଚ୍ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍ର ଉଭୟ ଇନିଂସରେ...


