ନଟିଂହାମ୍(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ ଶୁଆଇଙ୍କୁ ୬-୨, ୬-୧ ସିଧାସଳଖ ସେଟ୍ରେ ହରାଇ ଦେଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ଗ୍ରାସ୍କୋର୍ଟ ଏବଂ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ। ୩୦ ବର୍ଷୀୟା କୋଣ୍ଟା ପୂର୍ବରୁ ୨୦୧୭ ଓ ୨୦୧୮ ନଟିଂହାମ୍ ଟେନିସ ସେଣ୍ଟରଠାରେ ତାଙ୍କ ଫାଇନାଲ ମ୍ୟାଚରେ ପରାଜିତ ହୋଇଥିଲେ। ସେ ୪ବର୍ଷ ପରେ ଏକ ଟାଇଟଲ ଜିତିବାରେ ସଫଳ ହୋଇଛନ୍ତି। କୋଣ୍ଟା ପୂର୍ବରୁ ୨୦୧୭ ଏପ୍ରିଲରେ ମୟାମି ଓପନ ଟାଇଟଲ ଜିତିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.