ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍ଡାଉନ୍ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍ଟିଏ) ଅନୁମତି ଦେଇଛି। ଆସନ୍ତା ୨୧ ତାରିଖ ସକାଳ ୧୧ଟା ପରଠାରୁ ଏଥିପାଇଁ ସ୍ଲଟ୍ ବୁକିଂ ଓ ୨୨ରୁ ଟେଷ୍ଟ ଆରମ୍ଭ କରାଯିବ। ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ଯାଏ ସ୍ଲଟ୍ ବୁକିଂ ହେବ। ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିଥିବା ଆବେଦନକାରୀ ହିଁ କେବଳ ଟେଷ୍ଟ୍ ପାଇଁ ସ୍ଲଟ୍ ବୁକିଂ କରିପାରିବେ। ଏଥିସହିତ ଡିଏଲ୍ ନବୀକରଣ ପାଇଁ ମଧ୍ୟ ଅନୁମତି ଦିଆଯାଇଛି।
୪ ଅତିରିକ୍ତ ଏସ୍ପିଙ୍କୁ ନୂଆ ନିଯୁକ୍ତି
ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ...
ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା
ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...
କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ
ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...
ରାଇସମିଲ୍ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍ ଗେଟ୍ରେ ତାଲା ପକାଇ...
ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ
ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...


