E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌
9:24 amJune 18, 2021

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍‌ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଅନୁମତି ଦେଇଛି। ଆସନ୍ତା ୨୧ ତାରିଖ ସକାଳ ୧୧ଟା ପରଠାରୁ ଏଥିପାଇଁ ସ୍ଲଟ୍‌ ବୁକିଂ ଓ ୨୨ରୁ ଟେଷ୍ଟ ଆରମ୍ଭ କରାଯିବ। ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ଯାଏ ସ୍ଲଟ୍‌ ବୁକିଂ ହେବ। ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିଥିବା ଆବେଦନକାରୀ ହିଁ କେବଳ ଟେଷ୍ଟ୍‌ ପାଇଁ ସ୍ଲଟ୍‌ ବୁକିଂ କରିପାରିବେ। ଏଥିସହିତ ଡିଏଲ୍‌ ନବୀକରଣ ପାଇଁ ମଧ୍ୟ ଅନୁମତି ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ

କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୃଥିବୀ ପାଇଁ ବୋଝ ଏଭଳି ଲୋକ
Next Post Next post:
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts